ଦିଲ୍ଲୀ : ପ୍ରତୀକ୍ଷାର ଅନ୍ତ ଘଟିଛି । ଭାରତର କରୋନା ଟିକା କୋଭାକ୍ସିନ ଓ କୋଭିସିଲ୍ଡକୁ କୁ ଅନୁମତି ଦେଲା ନ୍ୟୁଜିଲାଣ୍ଡ। ବିଶ୍ୱ ସ୍ୱାସ୍ଥ୍ୟ ସଂଙ୍ଗଠନ ଅନୁମତି ଦେବା ପରେ ଏବେ ଗୋଟିଏ ପରେ ଗୋଟିଏ ଦେଶ ଭାରତୀୟ ଟିକାକୁ ଅନୁମତି ଦେଇ ଚାଲିଛନ୍ତି । ନ୍ୟୁଜିଲାଣ୍ଡ ସରକାର ମଧ୍ୟ ଏହି ଟିକାକୁ ଅନୁମତିପ୍ରାପ୍ତ ଟିକା ତାଲିକାରେ ସାମିଲ କରିଛନ୍ତି । ନ୍ୟୁଜିଲାଣ୍ଡ ସରକାର ୮ ଟି କରୋନା ଟିକାକୁ ଅନୁମତି ଦେଇଛନ୍ତି ।ଏନେଇ ଦେଶର ଉଚ୍ଚାୟୁକ୍ତ ମୁଖତେଶ ପରଦେଶ ଟ୍ୱିଟ କରି ସୂଚନା ଦେଇଛନ୍ତି । ସେ କହିଛନ୍ତି ଟିକାକୁ ଅନୁମତି ଦେବା ପରେ ନ୍ୟୁଜିଲାଣ୍ଡ ସରକାର ଭାରତ ଉପରେ ଲାଗୁ ଯାତ୍ରା କଟକଣାକୁ ଖୁବ୍ ଶିଘ୍ର ହଟାଇବେ । ଅନ୍ୟପଟେ କୋଭାକ୍ସିନକୁ କିଛି ଦିନ ହେବ ୯୬ ଟି ଦେଶ ଅନୁମତି ଦେଇ ସାରିଲେଣି ।
BREAKING NEWS
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
Comments are closed.