Latest Odisha News

କେନ୍ଦୁଝରରେ ରାଜସ୍ୱମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ଗାଡିକୁ ଅଣ୍ଡାମାଡ

କେନ୍ଦୁଝର : ପୁଣି ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡାମାଡ । କେନ୍ଦୁଝରରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ଅଣ୍ଡା ମାଡ । କେନ୍ଦୁଝର ଜିଲ୍ଲା ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବାଣ୍ଟିବାକୁ ଯିବେ ବେଳେ କାଶୀପୁର ଠାରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ଗାଡିକୁ ଅଣ୍ଡାମାଡ ହୋଇଛି । ବିବାଦୀୟ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଦାବିରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଅଣ୍ଡାମାଡ଼ କରାଯାଇଛି। ଏ ନେଇ ଯୁବମୋର୍ଚ୍ଚା ସଭାପତି ହେମ ରଞ୍ଜନ ବାରିକଙ୍କୁ ଟାଉନ ଥାନା ପୋଲିସ ଅଟକ ରଖିଛି ।

Leave A Reply

Your email address will not be published.