ଭୁବନେଶ୍ୱର : ମମିତା ମେହେର ହତ୍ୟା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ନୈତିକତା କୁଆଡେ ଗଲା ବୋଲି ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର । ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ବିଜେଡିକୁ ଏଭଳି କଟାକ୍ଷ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ପୀଡିତା ବାପା ମା ଙ୍କୁ ଆଣି ପ୍ରାୟୋଜିତ ମାମଲା କରାଯାଇଛି । ପିଡିତାଙ୍କ ବାପା ମାଆଙ୍କ ୧୬୪ ବୟାନ ରେକର୍ଡ କରାଯାଇନି । ଏଭଳି ସ୍ଥିତିରେ ସେମାନଙ୍କ ଉପରେ ଚାପ ପକାଇ କେସ୍ କରାଯାଇଛି । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଉପରେ କୌଣସି କାଯ୍ୟାନୁଷ୍ଠାନ ନିଆଗଲା ନାହିଁ । ପୋଲିସ ଅଧିକାରୀ ରାଜ୍ୟ ସରକାରଙ୍କ ଗୁଇନ୍ଦା ଗିରି କରୁଛନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି ।
BREAKING NEWS
- ସାହରପଡ଼ା ଫାଣ୍ଡି ଅଧିକାରୀ ସସ୍ପେଣ୍ଡ
- ଟିମ ଇଣ୍ଡିଆର କ୍ଲିନ ସୁଇପ ଆଶା ଧୂଳିସାତ କଲେ ହୋପ
- ୧,୦୦୦ ମେଟ୍ରିକ୍ ଟନ୍ ସ୍ୱାସ୍ଥ୍ୟକର ଚାଉଳ ପାଇଁ ୪ ଏମଓୟୁ ସ୍ୱାକ୍ଷରିତ
- Former CBI Director M. Nageshwar Rao:ରାଜନୀତିରେ ଏଣ୍ଟ୍ରି ମାରିଲେ ଓଡ଼ିଶା କ୍ୟାଡରର ଏହି ଆଇପିଏସ୍ ଅଧିକାରୀ;ସନାତନ ସମ୍ପର୍କରେ ଦେଲେ ବଡ ବୟାନ
- ଐତିହାସିକ ଫୁଟବଲ୍ ମ୍ୟାଚ୍ରେ ଭାରତକୁ ୪-୦ରେ ହରାଇଲା ବ୍ରାଜିଲ; ଏଷ୍ଟେଭାଓ, ପେଡ୍ରୋ ଓ ସାମୁଏଲ୍ ଲିନୋଙ୍କ ଗୋଲ୍
- Krushi Unnata Sahayogi: ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ:୩୧୪ ବ୍ଲକରେ ନିୟୋଜିତ ହେବେ ୯୬୪ ଜଣ କୃଷି ଛାତ୍ର ସହଯୋଗୀ
- ଭାରତୀୟ ଦଳର ଏକଦିବସୀୟରେ ନୂଆ ଛକା ରେକର୍ଡ
- CJP protest at Shivaji Park:ମୁମ୍ବାଇ ପୋଲିସର କାର୍ଯ୍ୟାନୁଷ୍ଠାନ;ଦିପକେଙ୍କ ସମେତ ୫୦୦ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ
- ଶାରଦୀୟ ଦୁର୍ଗାପୂଜା; ଆଜିଠୁ ଶ୍ରୀକ୍ଷେତ୍ରରେ ଷୋଳପୂଜା ବିଧି ଆରମ୍ଭ
- Strait of Hormuz:ହର୍ମୁଜରେ ଅଶୋଧିତ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ଉଦ୍ଧାର

Comments are closed.