ସୋନପୁର : ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ ।ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ ଅନ୍ତଡା ଗାଁ ଠାରେ ଟ୍ରାକ୍ଟର ଓ ବାଇକ ମୁହାଁ ମୁହିଁ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ୨ ଜଣ ଗୁରୁତର ହୋଇପଡିଛନ୍ତି ।ମୃତକ ଜଣକ ହେଲେ ଶିବା ସୁନା । ଗୁରୁତର ଦୁଇଜଣଙ୍କୁ ବନିକା ଡାକ୍ତରଖାନାରେ ଚିକିତ୍ସା କରାଯିବା ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି ।
BREAKING NEWS
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
Comments are closed.