ବାରିମୂଳ: କେନ୍ଦ୍ରାପଡା ସଦରଥାନା ଜଅଁରା ବାରିମୂଳ ଗାଁରେ ଅଘଟଣ । ପାଣିରେ ବୁଡ଼ି ଦୁଇ ଭଉଣୀଙ୍କର ମୃତ୍ୟୁ ହୋଇଯାଇଛି । ମୃତକ ମଧ୍ୟରୁ ଜଣେ ୩ବର୍ଷର ଓ ଅନ୍ୟ ଜଣେ ୨ ବର୍ଷର ଝିଅ । ଯୋର ଭିତରୁ ଡଙ୍ଗା ଗୋଟାଉଥିବା ବେଳେ ଏହି ଅଘଟଣ ଘଟିଛି । ଯୋର ଭିତରୁ ଦୁଇ ଭଉଣୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି ।
BREAKING NEWS
- ଢାକା ବିଶ୍ୱବିଦ୍ୟାଳୟରେ ଫୋଟୋ ବିବାଦ: ବଙ୍ଗବନ୍ଧୁ ଆଉଟ୍, ଜିନ୍ନା ଇନ୍
- ୮ ମାସରେ ସର୍ବୋଚ୍ଚ ସ୍ଥିତିରେ ଖୁଚୁରା ମୁଦ୍ରାସ୍ଫୀତି, ଅଗଷ୍ଟରେ ଛୁଇଁଲା ୪.୮%
- Foreigners bypass immigration:ବିମାନବନ୍ଦରରେ ବଡ଼ ଧରଣର ତ୍ରୁଟି;ଇମିଗ୍ରେସନ୍ ପ୍ରକ୍ରିୟାକୁ ଏଡ଼ାଇ ଯାତ୍ରା କଲେ ୩ ଇଟାଲୀୟ ଯାତ୍ରୀ,ମନ୍ତ୍ରଣାଳୟ ଜବାବ ମାଗିଲା
- ଗଣେଶ ପୂଜାରେ ଅଘଟଣା: ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ, ଜଳିପୋଡ଼ି ପାଉଁଶ ହେଲା ସବୁ ସାଜସଜ୍ଜା
- I Am Sorry.. ମୁଁ ଜାଣିନଥିଲି ସେ ଜଣେ ମହିଳା ବାଇକର: ଭୁଲ ମାଗିଲା ମୁଖ୍ୟ ଅଭିଯୁକ୍ତ, ଭାଇରାଲ ହେଉଛି ଭିଡିଓ
- ଝଲସୁଛି ପଶ୍ଚିମ ଓଡ଼ିଶା: ପବିତ୍ର ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
- ସଞ୍ଜୁ ସାମସନଙ୍କ ପାଇଁ ଶେଷ ସୁଯୋଗ ? ବେଞ୍ଚରେ ବସିଛନ୍ତି ବୈଭବ
- ହିନ୍ଦୀ କୌଣସି ଭାଷାର ପ୍ରତିଦ୍ୱନ୍ଦୀ ନୁହେଁ: ଦୁନିଆର ସବୁ ଭାଷା ଶିଖ, ହେଲେ ନିଜ ମାତୃଭାଷାକୁ ଭୁଲ ନାହିଁ
- FATF ବୈଠକ ପୂର୍ବରୁ ପାକିସ୍ତାନର ନୂଆ ନାଟକ: ମସୁଦ ଅଜହର ଦେଶରୁ ଫେରାର
- Uranium ore:ମିଳିଲା ୧୧୦ ମିଲିୟନ ଟନ୍ ୟୁରାନିୟମ୍;ପରମାଣୁ ଶକ୍ତି ଉପରେ ଫୋକାସ୍

Comments are closed.