ଭୁବନେଶ୍ୱର : ରନ୍ଧନ ଗ୍ୟାସ ଅହେତୁକ ଦରବୃଦ୍ଧିକୁ ନେଇ ପୁଣି ଆନ୍ଦୋଳନକୁ ଓହ୍ଲାଇବ ବିଜେଡି । ବିଜୁ ଜନତା ଦଳ ବିଜୁ ଛାତ୍ର ଜନତା ଏବଂ ବିଜୁ ମହିଳା ଜନତା ଦଳ ତରଫରୁ ଆସନ୍ତା କାଲିଠାରୁ ୩ ଦିନ ଧରି ଓଡିଶାର ବିଭିନ୍ନ ସ୍ଥାନରେ ଆନ୍ଦୋଳନ କରିବ ବିଜେଡି । କଟକ ,ସମ୍ବଲପୁର ,ବ୍ରହ୍ମପୁର ଆରଡିସି ଜୋନରେ ଥିବା ସମସ୍ତ ବ୍ଲକରେ ତୀବ୍ର ଆନ୍ଦୋଳନ କରାଯିବ ବୋଲି ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ କହିଛନ୍ତି । ସାଢ଼େ ୩ ବର୍ଷ ମଧ୍ୟରେ ଗ୍ୟାସ ଦର ୭୦ ପ୍ରତିଶତ ବଢ଼ିଛି । ଗ୍ୟାସ୍ ଦର ନ କମାଇଲେ ବିରାଟ ଜନ ଆନ୍ଦୋଳନ ହେବ । କେନ୍ଦ୍ର ସରକାର ଦର ନକମାଇବା ଯାଏଁ ଆନ୍ଦୋଳନ ଜାରି ରହିବ ବୋଲି ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି ।
BREAKING NEWS
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
Comments are closed.