ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ତୁଷୁରା ଅଞ୍ଚଳରେ ଦିନକୁ ଦିନ ଗଞ୍ଜେଇ କାରବାର ବଢୁଛି । ଆଜି ଏକ ପଲସର ବାଇକରେ ଜଣେ ଯୁବକ ଗଞ୍ଜେଇ ନେଇ ଆସୁଥିବା ବେଳେ କୌଣସି ସୁତ୍ରରୁ ଖବର ପାଇ ପୋଲିସ ଚଢାଉ କରିଥିଲା ।ବାଇକ ଡିକିରୁ ୭ କେଜି ଗଞ୍ଜେଇ ଜବତ କରିବା ସହିତ ଦୁଇ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଗିରଫ ହୋଇଥିବା ଅଭିଯୁକ୍ତ ମାନେ ହେଲେ ଭୋଲା ନାଥ ବେହେରା ଓ ସୁଧୀର କୁମ୍ଭାର ବୋଲି ଥାନା ଅଧିକାରୀ ସୁରେଶ ଚନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି । ଏମାନଙ୍କ ଗାଡିକୁ ଜବତ କରିଛି ପୋଲିସ । ଅଭିଯୁକ୍ତ ଦୁଇ ଜଣ ବରଗଡ ଜିଲ୍ଲା ବରପାଲି ଅଂଚଳର ବୋଲି ସୂଚନା ମିଳିଛିା ଏନେଇ ଅଞ୍ଚଳରେ ପାଟ୍ରୋଲିଂ କଡାକଡି କରୁଛି ପୋଲିସ ।
BREAKING NEWS
- ଜାତିସଂଘ ଉପରେ ବିଶ୍ୱାସ ଅଛି, ଟ୍ରମ୍ପଙ୍କ ଶାନ୍ତି ବୋର୍ଡ ଦରକାର ନାହିଁ: ସ୍ପେନ
- ରାଉରକେଲା ବିମାନ ଦୁର୍ଘଟଣା: ପାଇଲଟ ତରୁଣ ଶ୍ରୀବାସ୍ତବ ସୁସ୍ଥ ହୋଇ ଫେରିଲେ
- ସୁଯୋଗ ହାତଛଡା କରୁଛନ୍ତି ସଞ୍ଜୁ ସାମସନ
- ‘Border 2’ ରିଲିଜ ପରେ ମନକଥା କହିଲେ ଦିଲଜିତ୍…
- ଫିଟ ଅଛନ୍ତି ତ ବୁମରାହ, ଚିନ୍ତା ବଢ଼ାଇଲା
- Maoists Surrender: ୪୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ୯ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ
- ବିଜେଡି ଛାଡ଼ି ବିଜେପିରେ ମିଶିଲେ ପାଟଣାଗଡ଼ ଏନ୍ଏସି ଉପାଧ୍ୟକ୍ଷଙ୍କ ସମେତ ୭ କାଉନ୍ସିଲର
- ଧାନ ସଂଗ୍ରହରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାଗୁଡ଼ିକ ବହୁତ ପଛରେ: ବିଜେଡି
- ଦୁନିଆରେ ମାନବ ସମାଜ ଠାରୁ ଅଧିକ ହେବ ରୋବୋଟ ସଂଖ୍ୟା..
- ବାଂଲାଦେଶ ବିପକ୍ଷରେ ଆଇସିସି ନେଇପାରେ କଠୋର କାର୍ଯ୍ୟାନୁଷ୍ଠାନ
Comments are closed.