ରାଉରକେଲା : ବିବାହ ଭୋଜି ଖାଇ ୪୦ ରୁ ଅଧିକ ଲୋକ ଅସୁସ୍ଥ ହୋଇପଡିଛନ୍ତି ।ଆଜି ରାଉରକେଲା ବାସନ୍ତୀ କଲୋନୀ ନିକଟସ୍ଥ ହରିପୁର ବସ୍ତିରେ ଏପରି ଅଘଟଣ ଘଟିଛି ।ସୂଚନା ଅନୁସାରେ ହରିପୁର ବସ୍ତିରେ ଜଣେ ବ୍ୟକ୍ତିଙ୍କ ପୁଅ ଗତ କିଛି ଦିନ ପୂର୍ବରୁ ବିବାହ କରିଥିଲେ । ଗତକାଲି ସେ ନିଜର ରିସେପସନ ଭୋଜି ଡିଏଭି ବିଦ୍ୟୁତ କାର୍ଯ୍ୟାଳୟରେ ଦେଇଥିଲେ । ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କ ଝାଡାବାନ୍ତି ହୋଇଥିବା ସହ ସେମାନଙ୍କ ଅବସ୍ଥା ଖରାପ ହେବାରୁ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତି କରାଯାଇଛିା
BREAKING NEWS
- ସଂସଦର ବଜେଟ ଅଧିବେଶନ, ଭିବି ଜି-ରାମ-ଜି ଓ ଏସଆଇଆର ଉପରେ ହେବନି କୌଣସି ଆଲୋଚନା
- IND vs NZ 4th T20I: ଭାରତ-ନ୍ୟୁଜିଲାଣ୍ଡ ଚତୁର୍ଥ ଟି-୨୦
- NKS Bandh Call: ନଵନିର୍ମାଣ କୃଷକ ସଂଗଠନ ପକ୍ଷରୁ ୮ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ
- ବ୍ରହ୍ମପୁତ୍ରରେ ଓଲଟିଲା ଡଙ୍ଗା; ଶିଶୁଙ୍କ ସମେତ ୬ ନିଖୋଜ
- କାଲି ଓଡ଼ିଶା ବନ୍ଦ; ନବନିର୍ମାଣ କୃଷକ ସଂଗଠନର ବନ୍ଦ ଡାକରାକୁ ଫରୱାର୍ଡ଼ ବ୍ଲକର ସମର୍ଥନ
- Mamata Kulkarni: କିନ୍ନର ଆଖଡ଼ାର ମହାମଣ୍ଡଳେଶ୍ୱର ପଦବୀରୁ ଇସ୍ତଫା ଦେଲେ ମମତା କୁଲକର୍ଣ୍ଣୀ
- କେନ୍ଦ୍ର ବଜେଟ୍ ୨୦୨୬-୨୭; ହାଲୱା ଉତ୍ସବ ସହିତ ଅନ୍ତିମ ପର୍ଯ୍ୟାୟରେ ବଜେଟ୍ ପ୍ରସ୍ତୁତି
- ୧୫ ବର୍ଷରୁ କମ୍ ବୟସର ପିଲାଙ୍କ ସୋସିଆଲ ମିଡିଆ ବ୍ୟବହାର ନେଇ କଟକଣା
- Ratna Bhandar: ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ ରାଜ୍ୟ ସରକାର: ହାଇକୋର୍ଟ
- Hardcore Maoist Azad: କୋର୍ଟରେ ହାଜର ହେଲେ ଟପ୍ ମାଓ ନେତା ଆଜାଦ
Comments are closed.