ବାଲେଶ୍ୱର : ପୁଣି ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡା ମାଡ । ବାଲେଶ୍ୱରରେ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏବଂ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ଗାଡି ଉପରକୁ ଅଣ୍ଡାମାଡ ହୋଇଛି । କଂଗ୍ରେସ କର୍ମୀମାନେ କଳା ପତାକା ଦେଖାଇବା ସହ ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡାମାଡ କରିଥିବା ସୂଚନା ମିଳିିଛି । ମନ୍ତ୍ରୀ ମାନେ ବାଲେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରୁ ଫେରବା ବେଳେ ଅଣ୍ଡାମାଡର ଶିକାର ହୋଇଥିଲେ । ତେବେ ଅଣ୍ଡା ମାଡ କରିଥିବା ଯୁବକଙ୍କୁ ପୋଲିସ ଗିରଫ କରିଛି କି ନାହିଁ ସେନେଇ ସୂଚନା ମିଳିନାହିଁ ।
BREAKING NEWS
- Old Monk ଏବଂ Bagpiper ସମେତ ଏସବୁ ମଦ ବ୍ୟାନ…
- ବଢୁଛି ସାଳନ୍ଦୀ ନଦୀ ଜଳସ୍ତର, ବନ୍ୟା ଆଶଙ୍କା…
- ପ୍ରବଳ ବର୍ଷା ଆଲର୍ଟ; ମୟୂରଭଞ୍ଜରେ ଆଜି ସ୍କୁଲ ଛୁଟି
- ଭାରତ ସମେତ ୫ ଦେଶ ଉପରେ ଆମେରିକା ଲଗାଇପାରେ ୧୦୦% ଟାରିଫ୍
- ସ୍ୱଚ୍ଛ ଶକ୍ତି ବୈଷୟିକ ଜ୍ଞାନ ଆଦାନପ୍ରଦାନ କରିବା ପାଇଁ ଓଡ଼ିଶା ଏବଂ ମଧ୍ୟପ୍ରଦେଶ ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ
- ଜଣେ ଶିକ୍ଷକଙ୍କ ଭରସାରେ ଚାଲୁଥିବା ସ୍କୁଲରେ ତୁରନ୍ତ ଶିକ୍ଷକ ନିୟୋଜନ ପାଇଁ କଡ଼ା ନିର୍ଦ୍ଦେଶ
- Turkey-Pakistan-Saudi defence deal:ସାଉଦି ଆରବ-ପାକ୍- ତୁର୍କୀ ମଧ୍ୟରେ ହୋଇଥିବା ନୂତନ ପ୍ରତିରକ୍ଷା ଚୁକ୍ତି ଉପରେ ଭାରତର ପ୍ରଥମ ପ୍ରତିକ୍ରିୟା
- ପୁଷ୍ପା ନିର୍ଦ୍ଦେଶକ ସୁକୁମାରଙ୍କ ସହ ହାତ ମିଳାଇଲେ ସାଉଥ ସୁପରଷ୍ଟାର ରାମ ଚରଣ
- Subhadra Yojana:ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଟଙ୍କା;୨୫ ଜୁଲାଇ ସୁଦ୍ଧା ଆବେଦନଗୁଡ଼ିକର…
- ଶ୍ରୀଲଙ୍କାର ସ୍ପିନ୍ ଟ୍ରାକରେ ଜିତିବାକୁ ଟିମ ଇଣ୍ଡିଆର ସ୍ୱତନ୍ତ୍ର ଯୋଜନା

Comments are closed.