ଛତିଶଗଡ : ଛତିଶଗଡ ନାରାୟଣପୁରରେ ପୁଣି ମାଓ ହିଂସା । ଫରେସଗା ଥାନା ଅନ୍ତର୍ଗତ କରମରି ଗ୍ରାମର ସରପଞ୍ଚ ଙ୍କ ସ୍ୱାମୀ ଙ୍କ ଗଳା କାଟି ହତ୍ୟା କରିଛନ୍ତି ସଶସ୍ତ୍ର ନକ୍ସଲ । ଏହା ସହ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ନିୟୋଜିତ ଥିବା ପ୍ରୋକଲିନ ଓ ଟ୍ରାକ୍ଟର କୁ ନିଆଁ ଲଗାଇ ପୋଡି ଦେଇଛନ୍ତି ଲାଲ୍ ବାହିନୀ । ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି ।
BREAKING NEWS
- ମଦ ଦୁର୍ନୀତି ମାମଲାରେ କେ.କବିତାଙ୍କୁ ପୁଣି ଝଟ୍କା, ମିଳିଲାନି ଜାମିନ୍
- ମୋଦୀଙ୍କ ବକ୍ତବ୍ୟକୁ ପାଣ୍ଡିଆନଙ୍କ କଡା ଜବାବ, ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଉଛି ବିଜେପି
- ଇଡିର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହେମନ୍ତ ସୋରେନ୍
- ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର
- ଭାରତ-ପାକିସ୍ତାନ ମ୍ୟାଚ୍ ପାଇଁ କୃତ୍ରିମ ପିଚ୍ ?
- ତୃତୀୟ ଥର ପାଇଁ ମହାକାଶକୁ ଉଡାଣ ଭରିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ
- ବିଦେଶୀ ମଦ ଚାଲାଣ ବେଳେ ଚଢ଼ଉ, ୩ ଗିରଫ
- ଘସିପୁରାରୁ ପ୍ରାର୍ଥୀ ପତ୍ର ଦାଖଲ କଲେ ସୌମ୍ୟରଞ୍ଜନ
- ଟ୍ୱିନ୍ ସିଟି ସମେତ ଏହି ୭ଟି ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୩ ଘଣ୍ଟିଆ ସତର୍କତା, ଅରେଞ୍ଜ ଆଲର୍ଟ ଜାରି
- କଂଗ୍ରେସକୁ ଝଟକା: ଦଳ ଛାଡ଼ିଲେ ବିଜୟ ଗମାଙ୍ଗୋ, ପ୍ରାଥମିକ ସଦସ୍ୟତାରୁ ଇସ୍ତଫା