ଭୁବନେଶ୍ୱର : ଘୁଞ୍ଚିଲା ଦଶମ ଶ୍ରେଣୀ ସମେଟିଭ୍ -୧ ପରୀକ୍ଷା । ଜାନୁଆରୀ ୫ ତାରିଖକୁ ଘୁଞ୍ଚିଲା ଦଶମ ଶ୍ରେଣୀର ସମେଟିଭ୍ ୧ ପରୀକ୍ଷା । ଏନେଇ ମାଧ୍ୟମିକ ଶିକ୍ଷା ପରିଷଶଦ ପକ୍ଷରୁ ସୂଚନା ମିଳିଛି । ଜାନୁଆରୀ ୫ ରୁ ୮ ଯାଏ ଚାଲିବ ବୋଲି ଜଣାପଡିଛି । ମାଧ୍ୟମିକ ଶିକ୍ଷା ପରିଷଦ ଓଡିଶାର ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ସୂଚନା ଅନୁସାରେ ପରୀକ୍ଷା ପାଇଁ ଡାଟାବେସ୍ ପ୍ରସ୍ତୁତି ଚାଲିଛି । ଏଥିପାଇଁ ଫର୍ମ ଫିଲପ ମଧ୍ୟ ସରିଛି । ୫ ଲକ୍ଷ ୭୦ ହଜାର ପରୀକ୍ଷାର୍ଥୀ ସେମେଟିଭ୍-୧ ପରୀକ୍ଷା ଦେବେ ବୋଲି ଜଣାପଡିଛି । ସମେଟିଭ୍ -୧ ପରୀକ୍ଷା ଡିସେମ୍ବର ୨୭ ତାରିଖରେ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଥିଲା । ହେଲେ ଏଥିର ସମାନ୍ୟ ପରିବର୍ତ୍ତନ କରାଯାଇଛି ।
BREAKING NEWS
- ଜାତିସଂଘ ଉପରେ ବିଶ୍ୱାସ ଅଛି, ଟ୍ରମ୍ପଙ୍କ ଶାନ୍ତି ବୋର୍ଡ ଦରକାର ନାହିଁ: ସ୍ପେନ
- ରାଉରକେଲା ବିମାନ ଦୁର୍ଘଟଣା: ପାଇଲଟ ତରୁଣ ଶ୍ରୀବାସ୍ତବ ସୁସ୍ଥ ହୋଇ ଫେରିଲେ
- ସୁଯୋଗ ହାତଛଡା କରୁଛନ୍ତି ସଞ୍ଜୁ ସାମସନ
- ‘Border 2’ ରିଲିଜ ପରେ ମନକଥା କହିଲେ ଦିଲଜିତ୍…
- ଫିଟ ଅଛନ୍ତି ତ ବୁମରାହ, ଚିନ୍ତା ବଢ଼ାଇଲା
- Maoists Surrender: ୪୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ୯ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ
- ବିଜେଡି ଛାଡ଼ି ବିଜେପିରେ ମିଶିଲେ ପାଟଣାଗଡ଼ ଏନ୍ଏସି ଉପାଧ୍ୟକ୍ଷଙ୍କ ସମେତ ୭ କାଉନ୍ସିଲର
- ଧାନ ସଂଗ୍ରହରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାଗୁଡ଼ିକ ବହୁତ ପଛରେ: ବିଜେଡି
- ଦୁନିଆରେ ମାନବ ସମାଜ ଠାରୁ ଅଧିକ ହେବ ରୋବୋଟ ସଂଖ୍ୟା..
- ବାଂଲାଦେଶ ବିପକ୍ଷରେ ଆଇସିସି ନେଇପାରେ କଠୋର କାର୍ଯ୍ୟାନୁଷ୍ଠାନ
Comments are closed.