ଚେନ୍ନାଇ : କରୋନା ମହାମାରରେ ଆକ୍ରାନ୍ତ ଥିବା ସାଉଥ ସୁପରଷ୍ଟାର କମଲ ହାସନ ଏବେ ସୁସ୍ଥ ହୋଇ ନିଜ ଘରକୁ ଫେରିଛନ୍ତି । ଚିକିତ୍ସା ସମୟରେ ତାଙ୍କର ଆସୁ ଆରୋଗ୍ୟ କାମନା କରିଥିବା ଫ୍ୟାନ ମାନଙ୍କୁ କମଲ ହାସନ ଧନ୍ୟବାଦ ଜଣାଇଛନ୍ତି। ସେ ହସ୍ପିଟାଲରେ ଦୁଇ ସପ୍ତାହ ଚିକିତ୍ସା ପରେ ଆଜି ଡିସଚାର୍ଜ ହୋଇଛନ୍ତି। କମଲା ହାସନ ଚେନ୍ନାଇର ଶ୍ରୀ ରାମଚନ୍ଦ୍ର ମେଡିକାଲ ସେ ଡିସଚାର୍ଜ ହେବା ସମୟର ଡାକ୍ତର ଏବଂ ନର୍ସ ମାନଙ୍କ ସହ ଉଠାଇଥିବାଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଚିକିତ୍ସା କରିଥିବା ସମସ୍ତ ଡାକ୍ତର,ନର୍ସ ବନ୍ଧୁ ଓ ପ୍ୟାନ୍ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି କମଲ ହାସନ।
BREAKING NEWS
- ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ- ବୈଠକରେ ଯାହା ନିଷ୍ପତ୍ତି ହେବ ମାନିବୁ
- Smit Machchhar: ମରଣ ସହ ଲଢି ବୀରତ୍ବ ଦେଖାଇଲେ ଭାରତୀୟ ପାଇଲଟ୍…ସଲାମ୍ କରୁଛି ବିଶ୍ବ! ସୋସିଆଲ ମିଡିଆରେ ସ୍ମିତଙ୍କୁ ‘ଥାଙ୍କ୍ ୟୁ’ ବର୍ଷା…
- ବିଦାୟ ନେଉଛି ମୌସୁମୀ, ରାଜ୍ୟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ
- ସୁଧୁରୁଛି ବନ୍ୟା ସ୍ଥିତି; ପୁନରୁଦ୍ଧାର କାର୍ଯ୍ୟ ପାଇଁ ଆଜି ଭଦ୍ରକରେ ୧୩୧ ସ୍କୁଲ ଛୁଟି
- Flydubai Attack: ମଝି ଆକାଶରେ ‘ଦେବଦୂତ’ ସାଜିଲେ ପ୍ଲମ୍ବର, ପାଣି ପାଇପ୍ ସଜାଡୁଥିବା ମଣିଷଟି ୧୭୪ ଜଣଙ୍କ ସଂସାର ଉଜୁଡିବାରୁ ବଞ୍ଚାଇ ଦେଲା!
- ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ; ୨ ମୃତ, ବହୁ ଗୁରୁତର
- ରକ୍ତରେ ଭିଜିଥିଲା କକପିଟ; ବଞ୍ଚାଇଲେ ଭାରତୀୟ ପାଇଲଟ୍, ପ୍ରଶଂସା କଲେ ବିଶ୍ୱ ନେତା
- ଟାଇମ୍ସ ହାୟର ଏଜୁକେସନ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୭; ଭାରତର ୪ର୍ଥ ସ୍ଥାନରେ କିଟ୍
- ପାର୍ବଣ ପୂର୍ବରୁ ମହଙ୍ଗା ମାଡ; କମର୍ସିଆଲ ସିଲିଣ୍ଡର ଦାମ୍ ୬୨ ଟଙ୍କା ବୃଦ୍ଧି
- ଗୁଆହାଟୀ ପିଚ୍ ଉପରେ ବର୍ଷିଲେ ଗୌତମ ଗମ୍ଭୀର: “ଏହା କ୍ରିକେଟ ନୁହେଁ, କେବଳ ବ୍ୟାଟିଂ”

Comments are closed.