ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ଏବେ ଜଣଙ୍କ ପରେ ଜଣଙ୍କ ଜୀବନ ନେଉଛି କରୋନା। ଗତ ୨୪ ଘଣ୍ଟାରେ ୧୦୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୩ କୁ ବୃଦ୍ଧି ପାଇଛି। ମୃତକ ଜଣକ ହେଉଛନ୍ତି ପୁରୀ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ବୃଦ୍ଧ। ସୂଚନାଅନୁସାରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୨୦୫ ଅକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୯୬୭୩ ଜଣ ସୁସ୍ଥ ଅଛନ୍ତି।
BREAKING NEWS
- Mother of All Bombs: ଇରାନକୁ ଡରାଇବାକୁ ଟ୍ରମ୍ପଙ୍କ ମହାବିନାଶୀ ବୋମା ପ୍ଲାନ୍! ଗୋଟିଏ ବୋମାରେ ଥରିବ ତେହେରାନ?
- ୨୪ ବର୍ଷର ଶାସନଠାରୁ ବିରୋଧୀ ଦଳ ନେତା: ୮୦ ବର୍ଷ ବୟସରେ ବି ଅପରାଜେୟ ନବୀନଙ୍କ ଲୋକପ୍ରିୟତା
- PM Modi Canada visit: ଟ୍ରମ୍ପଙ୍କ ଟାରିଫ୍ ଝଟକା ଭିତରେ ଭାରତ ମୁହାଁ କାନାଡା! ଡିସେମ୍ବରରେ ମୋଦୀଙ୍କ ଗସ୍ତ, ୭୦ ବିଲିୟନ ଡଲାର ବାଣିଜ୍ୟ ଉପରେ ନଜର…
- ଚାଷୀଙ୍କ ସହ ଗୁହାଳରେ ଗୋବର ଉଠାଇଲେ ଜର୍ମାନୀ କୂଟନୀତିଜ୍ଞ ଓସୱାଲ୍ଡ
- ବିଜିପୁର ଫ୍ରୁଟ ଭେଣ୍ଡିଂ ଜୋନ୍ରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ୩ଟି ଫଳ ଦୋକାନ
- ଉତ୍କଳ ବିଶ୍ବବିଦ୍ୟାଳୟ କବ୍ଜା କଲା ABV: ସଭାପତି ପ୍ରାର୍ଥୀ ଅଭିରାମ ମିଶ୍ର ବିଜୟୀ, ଉପସଭାପତି ସହ ୨ଟି ସିଟ୍ ଜିତିଲା NSUI
- ଓଡ଼ିଶା ସରକାର ଓ BGU ମଧ୍ୟରେ ଚୁକ୍ତି; ‘ଅଦ୍ୱିକା’ ଯୋଜନାରେ କିଶୋରୀମାନେ ପାଇବେ ଦକ୍ଷତା ପ୍ରଶିକ୍ଷଣ
- ରମାଦେବୀ ବିଶ୍ୱଦ୍ୟାଳୟରେ ଐତିହାସିକ ନିର୍ବାଚନ: ରାତି ଅଧରେ ବାହାରିଲା ରେଜଲ୍ଟ, ବାଜି ମାରିନେଲା BCJD
- ଆମେରିକା ସିନେଟର ଓ ମେୟରଙ୍କ କିଟ୍-କିସ୍ ପରିଦର୍ଶନ, ୧୦ ଜଣଙ୍କୁ ‘କିଓ’ ଜୀବନବ୍ୟାପୀ ସାଧନା ସମ୍ମାନ
- Attempted Shooting at US Hindu Temple:ଆମେରିକାର ହିନ୍ଦୁ ମନ୍ଦିରରେ ଗଣ ଗୁଳିକାଣ୍ଡ ଘଟାଇବା ଷଡ଼ଯନ୍ତ୍ରକୁ ନେଇ ଭାରତ ଚିନ୍ତିତ; ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି

Comments are closed.