ଭଦ୍ରକ: ଭଦ୍ରକ ବାସୁଦେବପୁର କଲେଜ ଛକରେ ଅଘଟଣ । ଆଇଟିଆଇ ଛାତ୍ରଙ୍କ ଉପରେ ଚଢିଗଲ ଟ୍ରକ ଚଢିଯିବା କାରଣରୁ ଜଣଙ୍କର ମୃତ୍ୟୁ ହୋଇଯାଇଛି। ମୃତ ଛାତ୍ର ଜଣକ ହେଉଛନ୍ତି ବିନାୟକ ପୁର ଗାଁର ସୁକା ସାହୁଙ୍କ ପୁଅ ରିଙ୍କୁ କୁମାର ସାହୁ ବୋଲି ଜଣାପଡ଼ିଛି। ରିଙ୍କୁ ଆଜି ଏକ ବାଇକରେ ଆସୁଥିବା ସମୟରେ ତାଙ୍କ ବାଇକକୁ ପଛପଟୁ ଟ୍ରକ ଧକ୍କା ଦେଇଥିଲା। ଫଳରେ ରିଙ୍କୁଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଯାଇଛି। ଖବର ପାଇ ବାସୁଦେବପୁର ଅଞ୍ଚଳବାସୀ,ଆଇଟିଆଇ ଛାତ୍ର ଓ କଂଗ୍ରେସ , ବିଜେପି ଦଳର କର୍ମୀମାନେ ରାସ୍ତା ଅବରୋଧ କରି ଧାରଣାରେ ବସିଥିଲୋ ଧାମରା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟରେ ବିଳମ୍ବ ହେଉଥିବାରୁ ବାରମ୍ବାର ଦୁର୍ଘଟଣା ହେଉଛି ବୋଲି ଗାଁ ଲୋକ ଅଭିଯୋଗ ଆଣିଛନ୍ତି।
BREAKING NEWS
- ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ ଡାକରା ଦେଲା ‘ଇଣ୍ଡିଆ’ ମେଣ୍ଟ
- Paris Fashion Week: ବ୍ଲାକ୍ ଭେଲଭେଟ୍ ଗାଉନରେ ଐଶ୍
- Revanth Reddy’s Remarks: ‘ଶିବ ଗରିବଙ୍କ ଭଗବାନ, ରାମ ଧନୀଙ୍କ’! ମୁଖ୍ୟମନ୍ତ୍ରୀଙ୍କ ଏମିତି ମନ୍ତବ୍ୟକୁ ନେଇ ବିବାଦ, ବିଜେପିର ପାଲଟା ଜବାବ
- FBIର ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ନାଁ
- CEC ଜ୍ଞାନେଶ କୁମାରଙ୍କୁ ନିଲମ୍ବନ ପାଇଁ ଆବେଦନ, ଆସନ୍ତା ସପ୍ତାହରେ ସୁପ୍ରିମକୋର୍ଟରେ ଶୁଣାଣି
- ପୁରୀରେ ପୁଣି ଖଜା ଦୋକାନରେ ଚଢ଼ାଉ
- Odisha Textbook Scam: ୧୭୫ କୋଟିର ବହି, ୧୭୪୧ ତ୍ରୁଟି; ପାଠ୍ୟପୁସ୍ତକ ବିବାଦରେ PMO ହସ୍ତକ୍ଷେପ, ମୋହନ ସରକାରଙ୍କୁ ଜବାବ ତଲବ
- ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍, ୫.୧୫ ଲକ୍ଷ ଜବତ କଲା ଭିଜିଲାନ୍ସ
- ଜନସେବା କେନ୍ଦ୍ର ମାଲିକଙ୍କୁ ହତ୍ୟା ଅଭିଯୋଗ
- Odisha CAG Expose: ସିଏଜି ରିପୋର୍ଟରେ ଓଡ଼ିଶାରେ ମାଳମାଳ ଅନିୟମିତତା; ୬୪୦ କୋଟି ଜରିମାନା ଆଦାୟ ହୋଇନି, DMF ଟଙ୍କାରେ ହକି ଷ୍ଟାଡିୟମ!

Comments are closed.