ଭୁବନେଶ୍ୱର : ରାଜ୍ୟରେ ପୁଣି ଆଜି ୨ ଜଣଙ୍କ ଜୀବନ ନେଲା କରୋନା । ରାଜ୍ୟରେ କରୋନା ସଂକ୍ରମଣ ହାର କମିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିକିତ୍ସିତ ହେଉଥିବା ଦୁଇଜଣ ସଂକ୍ରମିତଙ୍କ ଆଜି ମୃତ୍ୟୁ ହୋଇଯାଇଛି। ମୃତକ ଦୁଇଜଣ ଖୋର୍ଦ୍ଧା ଓ କଟକର ବୋଲି ଜଣାପଡ଼ିଛି।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୬ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ରିପୋର୍ଟରୁ ସୂଚନା ମିଳିଛି।
BREAKING NEWS
- ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍
- ଚାରିଦିନିଆ ଓଡ଼ିଶା ଗସ୍ତରେ ବିହାରର କ୍ରୀଡ଼ା ମନ୍ତ୍ରୀ;ଉଚ୍ଚସ୍ତରୀୟ କ୍ରୀଡ଼ା ଭିତ୍ତିଭୂମିର ପରିଚାଳନା ବିଷୟରେ ଜାଣିବା ପାଇଁ…
- ‘ରନ୍ଧନ ତୈଳ ଉତ୍ପାଦନ ବଢ଼ାଅ,ମଜବୁତ ହେବ ଜାତୀୟ ଅର୍ଥନୀତି’
- SIR 2026: ଭୋଟର ତାଲିକା ସଂଶୋଧନ ପାଇଁ ସମୟ ବୃଦ୍ଧି…
- Terror attack in J&K:ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ;ଜଣେ ମୃତ, ଅନ୍ୟ ଜଣେ ଆହତ
- କମନୱେଲଥ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଡେ
- ଇପିଏଫଓ ଆକାଉଣ୍ଟରୁ ଉଡ଼ିଗଲା ୧୯.୩୩ କୋଟି ଟଙ୍କା! ନୋକିଆ କର୍ମଚାରୀଙ୍କ ନାଁରେ CBI ର ଏଫଆଇଆର୍
- Odisha flood:ଏହି ଜିଲ୍ଲାରେ ୫ ଲକ୍ଷ ରୁ ଅଧିକ ଲୋକ ପ୍ରଭାବିତ; ୧ ଲକ୍ଷ ୭୬ ହଜାର ବିପନ୍ନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର
- ଫେରୁଛି ‘ସୁପର୍ ସିକ୍ସ’ ରୋମାଞ୍ଚ: ୨୪ ବର୍ଷ ପରେ ଆଫ୍ରିକା ମାଟିରେ ଖେଳାଯିବ କ୍ରିକେଟ୍ ବିଶ୍ୱକପ୍, ଦେଖିବାକୁ ମିଳିବ ନୂଆ ଅନ୍ଦାଜ
- ବନ୍ୟା ପରିସ୍ଥିତି ଓ ଲଗାଣ ବର୍ଷା: ଆସନ୍ତାକାଲି ଭଦ୍ରକ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି
Comments are closed.