ଭୁବନେଶ୍ବର : କ୍ୟାପିଟାଲ ହାଇସ୍କୁଲରେ ପଶିଲା କରୋନା । ନବମ ଶ୍ରେଣୀର ଦୁଇ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ । ସ୍କୁଲରେ ବିଏମ୍ସି ପକ୍ଷରୁ ଟେଷ୍ଟିଂ କ୍ୟାମ୍ପ କରାଯାଇଥିଲା । ମୋଟ୍ ୩୭୨ ଜଣଙ୍କର କରୋନା ଟେଷ୍ଟ କରାଯାଇଥିଲା । ସେଥିରୁ ୨ ଜଣ ଛାତ୍ର ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨ ଛାତ୍ର ଏବେ ହୋମ୍ ଆସୋଲେସନରେ ଅଛନ୍ତି । ଏ ନେଇ କ୍ୟାପିଟାଲ ହାଇସ୍କୁଲ ପ୍ରଧାନ ଶିକ୍ଷକ ସୂଚନା ଦେଇଛନ୍ତି ।
BREAKING NEWS
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
Comments are closed.