ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୩ କୁ ବୃଦ୍ଧି ପାଇଛି। ମୃତକ ଦୁଇ ଜଣ ବାଲେଶ୍ୱର ଓ ଭକ୍ରକ ଜିଲ୍ଲାର ବୋଲି ଜଣାପଡ଼ିଛି।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୪୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
BREAKING NEWS
- Soumya Ranjan Death Case: ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ବଡ଼ ଆକ୍ସନ, ସରେଣ୍ଡର ପରେ ସସପେଣ୍ଡ ହେଲେ IFS ଅଧିକାରୀ ସଂଗ୍ରାମ କେଶରୀ ବେହେରା
- Middle East Tensions: ଇରାନ ଉପରେ ବଡ଼ ଆକ୍ରମଣ କରିବେ ଟ୍ରମ୍ପ? ମଧ୍ୟପ୍ରାଚ୍ୟ ଛାଡ଼ିବାକୁ ଆମେରିକୀୟ ନାଗରିକଙ୍କୁ ପରାମର୍ଶ, ବଢ଼ିଲା ଯୁଦ୍ଧ ଆଶଙ୍କା!
- Odisha Floods: ବନ୍ୟା ପ୍ରଭାବିତ ଅଞ୍ଚଳ ପାଇଁ ବଡ ସହାୟତା, ଓଡିଶା ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର କଲେ କେନ୍ଦ୍ର ସରକାର
- BKPPER: ବିକାଶର ନୂଆ ମଡେଲକୁ କ୍ୟାବିନେଟର ମଞ୍ଜୁରୀ, ରାଜ୍ୟର ପ୍ରଥମ ସିଟି ଇକୋନୋମିକ୍ ରିଜିଅନ୍ ହେବ ଭୁବନେଶ୍ୱର–କଟକ–ପୁରୀ–ପାରାଦୀପ…
- Odisha Cabinet: ପିଏମ୍ ଆବାସ ଯୋଜନା ୨.୦, ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ୨.୦ ସହ ଜଳସେଚନ ପ୍ରକଳ୍ପ, ଜାଣନ୍ତୁ କ୍ୟାବିନେଟରେ କେଉଁ ପ୍ରସ୍ତାବକୁ ମିଳିଲା ସବୁଜ ସଙ୍କେତ?
- ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ
- State Cabinet:୬ ବିଭାଗର ୧୧ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ
- Bomb-making document found:ମେଡିକାଲ୍ କଲେଜରେ ମିଳିଲା ବୋମା ତିଆରି ସମ୍ବନ୍ଧୀୟ ତଥ୍ୟ ଥିବା ଏକ କାଗଜ ଖଣ୍ଡ ;ଛାତ୍ର ଅଟକ
- ମହାନଦୀରେ ଆଉ ବଢ଼ିବନି ପାଣି,ଟଳୁଛି ବଡ଼ ବନ୍ୟା ଆଶଙ୍କା:ସର୍ବୋଚ୍ଚ ଯନ୍ତ୍ରୀ
- ଟି୨୦ କ୍ରିକେଟ: ପୋଲାର୍ଡଙ୍କ ବିଶ୍ୱ ରେକର୍ଡ ଭାଙ୍ଗିବାରୁ ମାତ୍ର ୨୪ ରନ୍ ଦୂରରେ ବଟଲର
Comments are closed.