ଭୁବନେଶ୍ବର : ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ୧୦ରୁ ୧୨ଟି ପ୍ରସ୍ତାବକୁ ମିଳିପାରେ ମଞ୍ଜୁରି । କ୍ୟାବିନେଟ୍ ବୈଠକରେ ଅନୁଦାନପ୍ରାପ୍ତ କଲେଜକୁ ସପ୍ତମ ବେତନ କମିଶନ ଦରମାଭୁକ୍ତ କରାଯିବାର ସମ୍ଭାବନା ରହିଛି । ଏହାସହ ଭେଟେରେନାରୀ କ୍ୟାଡର ପୁନର୍ଗଠନକୁ ମଧ୍ୟ ମଞ୍ଜୁରି ମିଳିପାରେ । ସେହିପରି ମହିଳା ସଶକ୍ତିକରଣ, ପୂର୍ତ୍ତ, ଶକ୍ତି, ନଗର ଉନ୍ନୟନ, ପଞ୍ଚାୟତରାଜ ବିଭାଗର କିଛି ପ୍ରସ୍ତାବ ଉପରେ ମୋହର ବାଜିପାରେ । ସଂଧ୍ୟା ସାଢ଼େ ୫ଟାରେ ବୈଠକ ବସିବାକୁ ଥିବା ବେଳେ ଭିଡିଓ କନଫରେନ୍ସ ଜରିଆରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
BREAKING NEWS
- ତାମିଲନାଡୁ ରାଜନୀତିରେ ‘ରିସର୍ଟ ପଲିଟିକ୍ସ’: ସମସ୍ତ ୫ କଂଗ୍ରେସ ବିଧାୟକ ହାଇଦ୍ରାବାଦ ସ୍ଥାନାନ୍ତର
- କୋଭିଡ୍ଠାରୁ କେତେ ଭୟଙ୍କର ହାନ୍ତାଭାଇରସ୍? ଜାଣନ୍ତୁ କିଭଳି ବ୍ୟାପେ ଏହି ସଂକ୍ରମଣ ଓ କ’ଣ କହୁଛି WHO
- ବାଲିଅନ୍ତା ପରେ ବାଲିପାଟଣାରେ ହତ୍ୟା;ଅଭିଯୁକ୍ତ ଗିରଫ
- ଅନଲାଇନ ଟ୍ରେଡିଂରେ ରୋଜଗାର ଲୋଭ ଦେଖାଇ ଠକି ନେଲେ ୨୦ ଲକ୍ଷ ୫୦ ହଜାର
- ଏହା ଦେଶର ସବୁଠାରୁ ଦୀର୍ଘତମ ସଂଖ୍ୟାଲଘୁ ସରକାର ଥିଲା, ଯାହା ବହୁମତ ବିନା ୫ ବର୍ଷ ପୂରଣ କରିଥିଲା
- ବାଲିଅନ୍ତା ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ‘ଦୁଷ୍କର୍ମ ନୁହେଁ, ଫିଡ୍ସ ମାରିବାରୁ ଘଟିଥିଲା ଅଘଟଣ’, ସାଙ୍ଗ ଓମ୍ଙ୍କ ବଡ଼ ଖୁଲାସା
- ପୁରୀକୁ ଜଗିବେ ଏନଏସଜି କମାଣ୍ଡୋ ସହ ୨୨୦ ପ୍ଲାଟୁନ ଫୋର୍ସ, ଚଳାଚଳ କରିବ ୪୦୦ ଅଧିକ ଟ୍ରେନ୍
- Sharp Weapons Recovered:ଘରୁ ମିଳିଲା ୪,୦୦୦ ରୁ ଅଧିକ ଖଣ୍ଡା ଏବଂ ଧାରୁଆ ଅସ୍ତ୍ରଶସ୍ତ୍ର;ମୋଟ ମୂଲ୍ୟ ୪୩ ଲକ୍ଷରୁ ଅଧିକ
- ଏହି ଗାଁରେ କାୟା ମେଲାଉଛି କିଡନି ରୋଗ;ବର୍ଷକରେ ଗଲାଣି ୨୫ ଜଣଙ୍କ ଜୀବନ !
- ଓଡ଼ିଶା ପରେ ଏବେ ପଶ୍ଚିମବଙ୍ଗ: ମୋହନ ମାଝୀଙ୍କ ପରେ ଆଉ ଜଣେ ‘ଗୁରୁଜୀ’ ହେବେ ମନ୍ତ୍ରୀ
Comments are closed.