କଟକ : ପୁଣି ପୋଲିସ କବଜାରେ ନକଲି ଜର୍ଦ୍ଦା । କଟକ ଦାହପାଟଣାରେ ୨.୫୦ କ୍ୱିଣ୍ଟାଲ ନକଲି ଜର୍ଦ୍ଦା ଜବତ ହୋଇଛି ।ଏନେଇ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଅନ୍ୟପଟେ ଜବତ ହୋଇଥିବା ଜର୍ଦ୍ଦାର ଆନୁମାନିକ ମୂଲ୍ୟ ୮ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି । ଗିରଫ ହୋଇଥିବା ଅଭିଯୁକ୍ତ ହେଉଛି ବାରଙ୍ଗ ଦାହପାଟଣାର ନିବାସ ସାହୁ । ଏନେଇ ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।
BREAKING NEWS
- ଆସୁଛି ବଡ ଲଘୁଚାପ, ପ୍ରବଳ ବର୍ଷିବ
- ସାପରୁ କୋଟି କୋଟି ଟଙ୍କା ରୋଜଗାର !
- ପୁଣି ଖୋଲିବ ସ୍ମିତାରାଣୀ ମୃତ୍ୟୁ ରହସ୍ୟ
- ଲାଇଭ ରିପୋର୍ଟିଂ ଛାଡି ପାଣିକୁ ଡେଇଁଲେ, ବଞ୍ଚାଇଲେ ମହିଳାଙ୍କ ଜୀବନ
- କର୍ମଫଳ ଭୋଗୁଛି ପାକିସ୍ତାନ; ଜାତିସଂଘରେ ବର୍ଷିଲେ ଜୟଶଙ୍କର
- ଏୟାର ଇଣ୍ଡିଆର ଖାଦ୍ୟରେ ଅସରପା; ଯାତ୍ରୀ ଅସୁସ୍ଥ
- ‘୨୪ ବର୍ଷରେ ବିକାଶ ନାଁରେ ବିନାଶ କରିଛି ବିଜେଡି’-ମୁଖ୍ୟମନ୍ତ୍ରୀ
- ନିଯୁକ୍ତ ହେବେ ବୋର୍ଡ ଏବଂ ନିଗମ ଅଧ୍ୟକ୍ଷ, ସୁଯୋଗ ପାଇବେ ବରିଷ୍ଠ ଅବସରପ୍ରାପ୍ତ ଅଧିକାରୀ
- ମନ୍ କି ବାତ: ଏଇ ପାର୍ବଣରେ ମେଡ ଇନ ଇଣ୍ଡିଆ ଜିନିଷ କିଣିବାକୁ ପ୍ରଧାନମନ୍ତ୍ରୀଙ୍କ ଅପିଲ
- ଥାନାକୁ ଆସିଲା କଲ୍… ‘ଏକୁଟିଆ ଝିଅ, ସାହାଯ୍ୟ ଦରକାର’, ତା ପରେ ପୋଲିସ୍ ପହଞ୍ଚି ଯାହା ଦେଖିଲା…..
Comments are closed.