ଢେଙ୍କାନାଳ : ରାଜ୍ୟରେ ଏବେ ଓମିକ୍ରନ ଭୟ ଦେଖାଦେଇଛି । ପିକନିକ୍ ଋତୁ ହୋଇଥିବାରୁ କପିଳାସକୁ ବହୁ ଲୋକଙ୍କ ସମାଗମ ହୋଇଥାଏ । ଏନେଇ ଜିଲ୍ଲା ପ୍ରଶାସନ କପିଳାସ ପୀଠରେ ୧୪୪ ଧାରା ଜାରି କରିଛନ୍ତି । ଖ୍ରୀଷ୍ଟମାସ ଓ ନୂଆବର୍ଷକୁ ଦୃଷ୍ଟିରେ ରଖି ଏପରି କଟକଣା ଜାରି କରିଛି ପ୍ରଶାସନ । ରାଜ୍ୟରେ କରୋନା ସଂକ୍ରମଣ ଓ ଓମିକ୍ରନ ବ୍ୟାପିବା ଭୟ ଥିବାରୁ ପ୍ରଶାସନ ଏପରି ନିଷ୍ପତି ନେଇଛି । ଅନ୍ୟପଟେ ରାଜ୍ୟରେ ଡିସେମ୍ବର ୨୫ ତାରିଖରୁ ଜାନୁଆରୀ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି ।
BREAKING NEWS
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
Comments are closed.