ଭୁବନେଶ୍ୱର: ଓଡ଼ିଶାରୁ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଛି ଆଇଏଲଏସ୍ । ସଂପୃକ୍ତ ବ୍ୟକ୍ତିଙ୍କର ଜିନୋମ୍ ସିକ୍ୱେନ୍ସିଂ ହୋଇଥିଲା । ଏହାପରେ ତାଙ୍କ ପାଖରେ ଓମିକ୍ରନ୍ ଭାରିଆଣ୍ଟ ଚିହ୍ନଟ ହୋଇଛନ୍ତି । ସେ ୟୁଏଇରୁ ଫେରିଥିଲେ । ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ପୂର୍ବରୁ ଜଣେ ଓମିକ୍ରନ୍ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
BREAKING NEWS
- Snake bite:ସାପ କାମୁଡ଼ାର ପ୍ରେମିକ ମୃତ;ଖବର ଶୁଣି ଜୀବନ ହାରିଲା ପ୍ରେମିକା
- ଉତ୍ତମ ଆଚରଣ ପାଇଁ ୧୯ଜଣ ଆଜୀବନ କଏଦୀଙ୍କୁ ମୁକ୍ତି;ଝାରପଡ଼ାରୁ ୩
- କମନୱେଲଥ୍ ଗେମ୍ସ: ଗ୍ଲାସଗୋ ରେଷ୍ଟୋରାଣ୍ଟରେ ଭାରତର ଭୁଲ୍ ମାନଚିତ୍ର ଦେଖି ଅସନ୍ତୋଷ ପ୍ରକାଶ କଲେ ଲଭଲିନା
- 3-D ରିଇନ୍ଫୋର୍ସଡ୍ ଆଡଭାନ୍ସଡ୍ କମ୍ପୋଜିଟ୍ ଟେକ୍ନୋଲୋଜି ପାଇଁ NIT ରାଉରକେଲାକୁ ମିଳିଲା ପେଟେଣ୍ଟ
- ହାର୍ଦ୍ଦିକଙ୍କ ଚେନ୍ନାଇ ସୁପର କିଙ୍ଗସ ଟ୍ରେଡ୍କୁ ନେଇ ବଢ଼ୁଛି ସସପେନ୍ସ, ସ୍ପଷ୍ଟୀକରଣ ରଖିଲା ମୁମ୍ବାଇ
- Ferry catches fire: ସମୁଦ୍ର ମଝିରେ ଫେରୀରେ ଭୟଙ୍କର ଅଗ୍ନିକାଣ୍ଡ… ୫ ମୃତ ଓ ୪୧ ନିଖୋଜ
- ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନୂଆ ଲୁକ ଭାଇରାଲ, ଫ୍ୟାନ୍ସ ଚକିତ…
- ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜସପ୍ରୀତ ବୁମରାଙ୍କ ବିକଳ୍ପ ସାଜିବେ କି ମହମ୍ମଦ ଶମୀ?
- କମନୱେଲଥ୍ ଗେମ୍ସ : ଗୋଟିଏ ଦିନରେ ଭାରତ ଜିତିଲା ୮ ସ୍ୱର୍ଣ୍ଣ
- ଜଙ୍ଗଲରୁ ୯ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ;ମାଫିଆ ଫେରାର
Comments are closed.