ବୁର୍ଲା : ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢୁଛି । ବୁର୍ଲା ଥାନାରେ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଦୁଇ ଜଣ ମହିଳା ଓ ଜଣେ ପୁରୁଷ କନେଷ୍ଟବଳ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଥାନାକୁ ସାନିଟାଇଜ କରାଯାଇଛି । ପୋଲିସ ମାନଙ୍କ ସସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ ଟେଷ୍ଟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
BREAKING NEWS
- ଆସିଲା ‘ରାଣ୍ଡିପୁଅ ଅନନ୍ତା’ର ଫାଷ୍ଟ୍ ଲୁକ୍..
- ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’କୁ କ୍ୟାବିନେଟ୍ ମୋହର
- ବିସିସିଆଇର ନୂଆ ଘୋଷଣା, ଏଣିକି ଆଇପିଏଲ୍ ଖେଳାଳିଙ୍କୁ ମିଳିବ ଏତେ ଟଙ୍କା
- ନର୍ସିଂ ଆନ୍ଦୋଳନ ସମ୍ପର୍କରେ ବଡ ଖବର ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ
- ଭାରତ ଆଶିର୍ବାଦ, ଇରାକ ଓ ଇରାନ ଅଭିଶାପ; ଜାଣନ୍ତୁ କାହିଁକି ଏଭଳି କହିଲେ ନେତାନ୍ୟାହୁ
- ଭଦ୍ରକ ବିବାଦୀୟ ପୋଷ୍ଟ ମାମଲାରେ ୯ ଅଭିଯୁକ୍ତ ଗିରଫ
- ଟିପିଏସଓଡିଏଲର ଏଚଓଟିଟି କେନ୍ଦ୍ର ଓ ଟ୍ୟାମ୍ପର ଟେଷ୍ଟିଂ ଲ୍ୟାବ ଉଦଘାଟିତ
- ଭୁବନେଶ୍ୱରରେ ଆରମ୍ଭ ହେଲା ପ୍ରୋଡିଜି କ୍ଲାସିକାଲ୍ ଚେସ୍ ଟୁର୍ଣ୍ଣାମେଣ୍ଟ
- ୧୯ ବର୍ଷରୁ କମ ମହିଳା ଟି୨୦ ଟ୍ରଫି: ମଣିପୁର ବିପକ୍ଷରେ ଅଭିଯାନ ଆରମ୍ଭ କରିବ ଓଡିଶା
- ସ୍କ୍ରବ୍ ଟାଇଫସରେ ଜଣେ ମହିମା ସାଧୁ ମୃତ
Comments are closed.