କଟକ : କଟକରୁ ପୁଣି ଧରା ହେଲା ଧଳା ଜହର । ବାଲିଯାତ୍ରା ପଡ଼ିଆ ନିକଟରୁ ୨୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି କ୍ୟାଣ୍ଟନମେଣ୍ଟ ପୋଲିସ । ଯାହାର ଆନୁମାନିକ ମୂଲ୍ୟ ୧୨ ଲକ୍ଷ ଟଙ୍କା ହେବ ବୋଲି କମିସନରେଟ୍ ପୋଲିସ ସୂଚନା ଦିଆଯାଇଛି । ବ୍ରାଉନସୁଗାର୍ କାରବାର ଘଟଣାରେ ବାପା ପବିତ୍ର ମହାନ୍ତି ଓ ପୁଅ ନିରଞ୍ଜନ ମହାନ୍ତିଙ୍କୁ ଗିରଫ କରିଛି ପୋଲିସ । ଗତକାଲି ରାତିରେ ଗିରଫ ବାପା-ପୁଅ ମହାନଦୀ କୂଳରେ ବୁଲୁଥିବାର ଦେଖା ଯାଇଥିଲା । ସନ୍ଦେହରେ ପୋଲିସ ଘଟଣାସ୍ଥଳରେ ଚଢାଉ କରିଥିଲା । ଚଢ଼ାଉ ବେଳେ ସେମାନଙ୍କ ଠାରୁ ୧୨୦ ଗ୍ରାମର ବ୍ରାଉନ ସୁଗାର ଜବତ ହୋଇଥିଲା । ଗିରଫ ବାପ-ପୁଅଙ୍କ ଘର ଜଗତସିଂହପୁର ଜିଲ୍ଲା ଇଟାପଡ଼ା ଅଞ୍ଚଳରେ ବୋଲି ଅତିରିକ୍ତ ଡିସିପି ଅନିଲ୍ ମିଶ୍ର ସୂଚନା ଦେଇଛନ୍ତି ।
BREAKING NEWS
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
- ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…
- ପୁରୀରେ ଆୟୋଜିତ ହେଲା ଓଡିଶା-ଆସାମ ସାହିତ୍ୟ ଉତ୍ସବ
- ଆସନ୍ତାକାଲି ବାବରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ହୁମାୟୁଁ କବୀର
- ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ
Comments are closed.