କୋରାପୁଟ : ବ୍ୟାଙ୍କରେ କଳାକନା ବୁଲାଇଲେ ଚୋର । କୋରାପୁଟ ଲକ୍ଷ୍ମୀପୁର ଏସବିଆଇ ବ୍ୟାଙ୍କରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଏସବିଆଇ ବ୍ୟାଙ୍କରୁ ପ୍ରାୟ କୋଟଏ ଟଙ୍କାର ସୁନା ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ପ୍ରାୟ ୧୬ଶହ ୧୦ ଗ୍ରାମ ସୂନା ଚୋରି ହୋଇଥିବା ବ୍ୟାଙ୍କ ମ୍ୟାନେଜର ସୁଧାଂଶୁ ରାଉତ ଥାନାରେ ଏତଲା ଦେଇଛନ୍ତି । ଏହି ବଡ ଧରଣର ଲୁଟ ନେଇ ପୋଲିସ ଛାନଭିନ୍ ଜାରି ରଖିଛି ।
BREAKING NEWS
- ଧାରାବାହିକ ଉପନ୍ୟାସ : ଈଶ୍ୱର ମରିଗଲା ପରେ (୩)
- କବିତା ନିରନ୍ତର : ଭୁଲ୍, ଠିକ୍ ଭେଦ
- ଆସନ୍ତାକାଲି ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ
- କବିତା : ସକାଳ ଆସେ ବୋଲି
- ବିଜେଡି ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ
- ଖରାଦିନେ ଖାଆନ୍ତୁ ଦହି, ମିଳିବ ଏହିସବୁ ଫାଇଦା
- ପ୍ଲେ ଅଫ ପ୍ରବେଶ ପାଇଁ ଆରସିବିକୁ ଚେନ୍ନାଇ ସ୍କୋର ୨୦୦ ରନ ତଳେ ରଖିବାକୁ ପଡିବ
- ୨୦୧୮ରୁ୨୨ ମଧ୍ୟରେ କୁଆଡେ ଗଲା ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଗଛ
- ଅତ୍ୟଧିକ ଚାପରେ ରହୁଥିବା ମହିଳାଙ୍କୁ ଇଚ୍ଛାମୃତ୍ୟୁ ଅନୁମତି
- ସବୁଠାରୁ ଭୟଙ୍କର ଏହି ଆଇଲ୍ୟାଣ୍ଡ, ଗଲେ ହେବ ନିଶ୍ଚୟ ମୃତ୍ୟୁ
Comments are closed, but trackbacks and pingbacks are open.