ଭୁବନେଶ୍ୱର : ରାଜଧାନୀରେ ଚାଞ୍ଚଲ୍ୟ । ସ୍ତ୍ରୀକୁ ଛୁରୀଭୁସି ହତ୍ୟା ଉଦ୍ୟମ କଲା ସ୍ୱାମୀ । ଲକ୍ଷ୍ମୀସାଗର ଥାନା ବୁଧେଶ୍ୱରୀ କଲୋନୀରେ ଏପରି ଅଘଟଣ ଘଟିଛି । ଗୁରୁତର ଅବସ୍ଥାରେ ସ୍ତ୍ରୀ କଳ୍ପନାଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଛି । ସୂଚନା ଅନୁସାରେ ପତ୍ନୀ କଳ୍ପନା କଟକ ହସ୍ପିଟାଲ ସ୍ତାନାନ୍ତର ହୋଇଛନ୍ତି । ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ତେବେ ପାରିବାରିକ କଳହ ଯୋଗୁଁ ଛୁରାମାଡ ହୋଇଥିବା ପୋଲିସ ସନ୍ଦେହ କରୁଛି ।
BREAKING NEWS
- ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ
- ବିମାନ ବାତିଲ ପାଇଁ ହଟହଟା ନବବିବାହିତ; ଭିସିରେ ଯୋଗଦେଲେ…
- ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ
- Suspended: ଥାନା ଅଧିକାରୀ ନିଲମ୍ବିତ, ନିକଟରେ ଇନ୍ସପେକ୍ଟରରୁ ଡିଏସପିକୁ ହୋଇଥିଲା ପଦୋନ୍ନତି
- ଶିଶୁକନ୍ୟାକୁ ମାରି ମାଆ ଫେରାର !
- ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବନ୍ଧବାହାଲ ସେକ୍ସନ ଫରେଷ୍ଟର
- Barrage: ବୈତରଣୀ ନଦୀରେ ନିର୍ମାଣ ହେବ ବ୍ୟାରେଜ୍: ମୁଖ୍ୟମନ୍ତ୍ରୀ
- ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଖାଲି ପଡିଛି ପଦବୀ: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଉତ୍ତର
- ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର; ନନ୍ଦନକାନନକୁ ସୁରଟରୁ ଆସିଲେ ନୂଆ ଅତିଥି
- ‘୨୦୨୬ରେ ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ ମମତା ବାନାର୍ଜୀ’
Comments are closed.