ମୟୂରଭଞ୍ଜ : ଜଙ୍ଗଲ ଭିତରୁ ଉଦ୍ଧାର ହେଲା ଯୁବତୀଙ୍କ ମୃତଦେହ । ଏପରି ଚାଞ୍ଚଲ୍ୟକର ଘଟଣା ମୟୂରଭଞ୍ଜ ଜିଲ୍ଲା ଠାକୁରୁମୁଣ୍ଡାରେ ଘଟିଛି । ଖଣ୍ଡବନ୍ଧ ପଞ୍ଚାୟତ ସରବାଳି ସାହି ଜଙ୍ଗଲରୁ ଯୁୂବତୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ପ୍ରଥମେ ଯୁବତୀଙ୍କ ମୃତ ଦେହକୁ ସ୍ଥାନୀୟ ଲୋକମାନେ ଦେଖି ପୋଲିସକୁ ଖବର ଦେଇଥିଲୋ ପୋଲିସ ଘଟଣା ସ୍ଥଳରେ ପହଁଞ୍ଚି ମୃତ ଦେହକୁ ଉଦ୍ଧାର କରିବା ସହ ଛାନଭିନ ଜାରି ରଖିଛି । ତେବେ ଯୁବତୀଙ୍କୁ କେହି ମାରି ଫିଙ୍ଗିଦେଇଥିବା ପୋଲିସ ସନ୍ଦେହ କରୁଛି । ଯୁବତୀଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ ।
BREAKING NEWS
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ
- କନ୍ଧମାଳ ଜିଲ୍ଲାରେ ଟିପିଏସ୍ଓଡିଏଲ୍ ପକ୍ଷରୁ ‘ସୋଲାର ରଥ’ ଶୁଭାରମ୍ଭ
- ଏସୀୟ କ୍ରୀଡ଼ା ୨୦୨୬: ପାକିସ୍ତାନକୁ ହରାଇ ଫାଇନାଲରେ ଭାରତୀୟ ହକି ଦଳ
- Subhadra ShaktiBazaar:ମୁମ୍ବାଇରେ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’;ମହିଳାଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶିତ

Comments are closed.