କଟକ : କଟକ ଏସସିବିରୁ ଭୁବନେଶ୍ୱର ବିମାନବନ୍ଦର ଯାଏଁ ଗ୍ରୀନ କରିଡର । ଏହା କରାଯିବାର କାରଣ ଥିଲା ,କଟକ ଏସିସିବିରୁ ଜଣେ ଗୁରୁତର ରୋଗୀଙ୍କୁ ଏୟାରଲିଫଟ କରାଯାଇଛି । ବିମାନ ବନ୍ଦରରୁ ଏୟାରଲିଫଟି କରି ଇନ୍ଦମଣି ପାଣୀଙ୍କୁ ସୁରଟ ନିଆଯାଇଥିବା ସୂଚନା ମିଳିଛି । ଇନ୍ଦ୍ରମଣି ପାଣୀ ଓଡିଆ ଆଇଏସ ଅଧିକାରୀ ବା ସୁରଟ ମୁନିସପାଲଟି କମିଶନରଙ୍କ ବାପା ବୋଲି ଜଣାପଡିଛି । ତାଙ୍କ ପାଇଁ ଆଜି ଏହି ଏୟାରଲିଫଟ ବ୍ୟବସ୍ଥା କରାଯାଇଥିଲା । ଏନେଇ କଟକ ଏସସିବିରୁ ଭୁବନେଶ୍ୱର ଏୟାରପୋର୍ଟ ଯାଏଁ ହାଇ ଆଲର୍ଟ ଜାରି କରାଯାଇଥିଲା ।
BREAKING NEWS
- କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାଉଦି ବିମାନବନ୍ଦରରେ ଆତଙ୍କ; ଭାରତୀୟମାନଙ୍କୁ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ
- ୨ଦିନିଆ ଗସ୍ତ ଓଡ଼ିଶା ଗସ୍ତରେ ମୋହନ ଭାଗବତ
- ବୈଭବଙ୍କୁ କପିଳ ଦେବଙ୍କ ଚେତାବନୀ ,ବିନୋଦ କାମ୍ବଲୀଙ୍କ କ୍ୟାରିୟରକୁ ଦେଖ
- ‘ଇ-ସଞ୍ଚାର ଆପ୍’ର ଶୁଭାରମ୍ଭ;ଖୁବଶୀଘ୍ର ଆସିବ ସାମାଜିକ ଗଣମାଧ୍ୟମ ନୀତି
- ମାଡ଼ି ଆସୁଛି ଆଉ ଏକ ଲଘୁଚାପ;୧୪ରୁ ରାଜ୍ୟରେ ଝଡି ବର୍ଷା ସମ୍ଭାବନା
- କୋହଲିଙ୍କ ସ୍ଥାନରେ ପାର୍ଥୀବ ହୋଇଥାନ୍ତେ ଅଧିନାୟକ
- ପଶ୍ଚିମବଙ୍ଗ ଉପନିର୍ବାଚନ: ନନ୍ଦୀଗ୍ରାମ ଓ ରେଜିନଗରରେ ବିଜେପିର ବାଜିମାତ; ମୁସଲିମ ବହୁଳ ଅଞ୍ଚଳରେ ଶୁଭେନ୍ଦୁଙ୍କ ବଡ଼ ବିଜୟ
- ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ୨୦୨୬: ଓହରିଗଲା ପାକିସ୍ତାନ, ବାଂଲାଦେଶକୁ ମିଳିଲା ସୁଯୋଗ
- ସିଓଇର ଚାଂଚଲ୍ୟକର ରିପୋର୍ଟ ପଡିଲା ପଦାରେ
- Nobel Peace Prize 2026:ଟ୍ରମ୍ପ ନିରାଶ;ଭାରତୀୟ ବଂଶୋଦ୍ଭବ ନାଭି ପିଲ୍ଲାଇଙ୍କୁ ନୋବେଲ ଶାନ୍ତି ପୁରସ୍କାର

Comments are closed.