ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ୧୦ ବର୍ଷିୟ ବାଳକ ଅଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି ପାଇଛି।

BREAKING NEWS
Comments are closed.