ନୂଆଦିଲ୍ଲୀ: ଆଗାମୀ ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ଏବଂ ଟି୨୦ କ୍ରିକେଟ ସିରିଜ ପାଇଁ ଭାରତ ଦଳ ଘୋଷଣା କରାଯାଇଛି । ରୋହିତ ଶର୍ମା ଦଳର ନେତୃତ୍ୱ ନେବେ । ପୂର୍ବତନ ଅଧିନାୟକ ବିରାଟ କୋହଲି ଉଭୟ ଦିନିକିଆ ଏବଂ ଟି୨୦ରେ ଖେଳିବେ । କୂଲଦୀପ ଯାଦବ ଦୀର୍ଘଦିନ ପରେ ଦଳକୁ ଫେରିଛନ୍ତି । ଭୁବନେଶ୍ୱର କୁମାରଙ୍କୁ କେବଳ ଟି୨୦ ଟିମରେ ସୁଯୋଗ ମିଳିଛି ।
ଦିନିକିଆ ଟିମ୍: ରୋହିତ ଶର୍ମା (ଅଧିନାୟକ), କେଏଲ ରାହୁଲ, ଋତୁରାଜ ଗାଏକ୍ୱାଡ, ଶିଖର ଧାୱନ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଶ୍ରେୟାଶ ଆୟାର, ଦୀପକ ହୁଡ୍ଡା, ରିଷଭ ପନ୍ତ, ଦୀପକ ଚହର, ଶାଦ୍ଦୁର୍ଳ ଠାକୁର, ୟୁଜଭେନ୍ଦ୍ର ଚହଲ, କୂଲଦୀପ ଯାଦବ, ୱାର୍ଶିଟନ ସୁନ୍ଦର, ରବି ବିଶ୍ନୋଇ, ମହମ୍ମଦ ସିରାଜ, ପ୍ରସିଦ୍ଧ କ୍ରିଷ୍ଣା, ଆଭେଶ ଖାଁ ।
ଟି୨୦ ଟିମ୍:ରୋହିତ ଶର୍ମା (ଅଧିନାୟକ), କେଏଲ ରାହୁଲ, ଇଶାନ କିଶାନ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଶ୍ରେୟାଶ ଆୟାର, ରିଷଭ ପନ୍ତ, ଦୀପକ ଚହର, ଶାଦ୍ଦୁର୍ଳ ଠାକୁର, ୟୁଜଭେନ୍ଦ୍ର ଚହଲ, ଭେଙ୍କେଟେଶ ଆୟାର,ରବି ବିଶ୍ନୋଇ, ଅକ୍ଷର ପଟେଲ, ୱାଶିଂଟନ ସୁନ୍ଦର, ମହମ୍ମଦ ସିରାଜ, ଭୁବନେଶ୍ୱର କୁମାର, ଆଭେଶ ଖାଁ, ହର୍ଷଲ ପଟେଲ ।
BREAKING NEWS
- State Cabinet:୬ ବିଭାଗର ୧୧ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ
- ମହାନଦୀରେ ଆଉ ବଢ଼ିବନି ପାଣି,ଟଳୁଛି ବଡ଼ ବନ୍ୟା ଆଶଙ୍କା:ସର୍ବୋଚ୍ଚ ଯନ୍ତ୍ରୀ
- ଟି୨୦ କ୍ରିକେଟ: ପୋଲାର୍ଡଙ୍କ ବିଶ୍ୱ ରେକର୍ଡ ଭାଙ୍ଗିବାରୁ ମାତ୍ର ୨୪ ରନ୍ ଦୂରରେ ବଟଲର
- ବନ୍ୟା ପ୍ରଭାବିତ ଅଞ୍ଚଳରେ ଗୃହପାଳିତ ପଶୁପକ୍ଷୀଙ୍କ ପାଇଁ ହେଲ୍ପ ଲାଇନ୍ ନମ୍ବର ଜାରି; ୫୮ ରାପିଡ୍ ରେସପନ୍ସ ଟିମ୍ ଗଠନ
- ନୌସେନାର ନୂଆ ଡେପୁଟି ଚିଫ ହେଲେ ଭାଇସ୍ ଆଡମିରାଲ୍ ଏଏନ୍ ପ୍ରମୋଦ
- ଡୋଭାଲଙ୍କୁ ସମ୍ମାନଜନକ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର;ଯୁବବର୍ଗଙ୍କୁ କହିଲେ-ଜାତୀୟ ସ୍ୱାର୍ଥ ପାଇଁ ନିଜ ଜୀବନ ଉତ୍ସର୍ଗ କର…
- ବିଡିଏର ଏକାମ୍ର ରେସିଡେନ୍ସି ଆବାସିକ ପ୍ରକଳ୍ପର ଶୁଭାରମ୍ଭକୁ ମଞ୍ଜୁରୀ
- ବକ୍ସିଂରେ ଭାରତର ଡବଲ୍ ଗୋଲ୍ଡ; ପ୍ରୀତି,ଜସମିନ ଜିତିଲେ ସ୍ୱର୍ଣ୍ଣ
- ବିଲ୍ଡରଙ୍କ ଘରୁ ଚୋରି କରିନେଲେ ୨ କୋଟି ଟଙ୍କାର ସୁନା ଅଳଙ୍କାର ଓ ଟଙ୍କା
- ୩୭.୩୨ ଲକ୍ଷ ଆତ୍ମସାତ ଅଭିଯୋଗ; ଜୁନିଅର ଆସିଷ୍ଟାଣ୍ଟଙ୍କୁ ଗିରଫ କଲା ଭିଜିଲାନ୍ସ
Comments are closed.