ଭୁବନେଶ୍ୱର :ବିଜେପି ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଥିବା ନେଇ ନିର୍ବାଚନ କମିଶନରଙ୍କୁ ଭେଟିଲା ବିଜେଡି । ବାରମ୍ବାର ଅଭିଯୋଗ ପରେ ମଧ୍ୟ ବିଜେପି ଶୁଣୁନଥିବା ଅଭିଯୋଗ କରି ନିର୍ବାଚନ କମିଶନ ଆଗରେ ଫେରାଦ ହେଲା ବିଜେଡି । ବରଗଡ , ଭିଡେନ ବ୍ଲକ ଏବଂ ଅତାବିରାରେ ରେ ପଞ୍ଚାୟତ ନିର୍ବାଚନ କାର୍ଯ୍ୟକ୍ରମରେ ବିଜେପି ନେତା ସୁରେଶ ପୂଜାରୀ ଏବଂ ଜିଲ୍ଲା ପରିଷଦ ସଭ୍ୟ ନିୟମକୁ ଉଲ୍ଲଙ୍ଘନ କରିବା ସହ ନିର୍ବାଚନି ନିୟମ ମାନୁନାହାନ୍ତି । ଏନେଇ ବିଜେପି ବିରୁଦ୍ଧରେ ନିର୍ବାଚନ କମିଶନଙ୍କ ଆଗରେ ଫେରାଦ ହୋଇଛି ବିଜେଡି । ନିୟମ ଉଲ୍ଲଙ୍ଘନ କରୁଥିବା ବ୍ୟକ୍ତି ମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ବିଜେଡି ।
BREAKING NEWS
- ଆଜି ଶ୍ରାବଣ ସୋମବାର, ଲିଙ୍ଗରାଜ ମନ୍ଦିରରେ ନିତିକାନ୍ତି ବନ୍ଦ
- ବନ୍ଦ ହେଲା ହୀରାକୁଦ ଡ୍ୟାମ୍ର ଆଉ ୨ଟି ଗେଟ୍
- ଭାରତୀୟ ପ୍ରତିନିଧିଙ୍କୁ CWG ପତାକା ହସ୍ତାନ୍ତର; ୨୦୩୦ରେ ଅହମ୍ମଦାବାଦରେ ହେବ…
- Ammunition Recovered in Manipur:ସୁରକ୍ଷା ବାହିନୀକୁ ବଡ଼ ସଫଳତା: ୯ ଉଗ୍ରବାଦୀ ଗିରଫ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, IED ଜବତ
- ବୁଡିଯାଉଥିବା ପୁଅକୁ ବଞ୍ଚାଇବାକୁ ଯାଇ ଭାସିଗଲେ ବାପା
- Snake bite:ସାପ କାମୁଡ଼ାର ପ୍ରେମିକ ମୃତ;ଖବର ଶୁଣି ଜୀବନ ହାରିଲା ପ୍ରେମିକା
- ବଜ୍ରାଘାତରେ ଚାଲିଗଲା ୨ଜୀବନ; ୨ ଗୁରୁତର ମେଡିକାଲରେ ଭର୍ତ୍ତି
- ନିଶା ଇଞ୍ଜେକ୍ସନ୍ କାରବାର ଚାଲିଥିବାବେଳେ ଚଢ଼ାଉ; ୪୫୩ ନିଶା ଇଞ୍ଜେକ୍ସନ୍ ଜବତ, ୪ ଗିରଫ
- ଉତ୍ତମ ଆଚରଣ ପାଇଁ ୧୯ଜଣ ଆଜୀବନ କଏଦୀଙ୍କୁ ମୁକ୍ତି;ଝାରପଡ଼ାରୁ ୩
- କମନୱେଲଥ୍ ଗେମ୍ସ: ଗ୍ଲାସଗୋ ରେଷ୍ଟୋରାଣ୍ଟରେ ଭାରତର ଭୁଲ୍ ମାନଚିତ୍ର ଦେଖି ଅସନ୍ତୋଷ ପ୍ରକାଶ କଲେ ଲଭଲିନା
Comments are closed.