କେନ୍ଦୁଝର :ନିର୍ବାଚନ ପୂର୍ବରୁ ଘଟଗାଁ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଛି । ଘଟଗାଁ ଢିଙ୍କିକୋଟ ୮ ନମ୍ବର ଜୋନର ବିଜେଡି ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଉଛନ୍ତି ସାନ୍ତରାପୁର ଜିଲ୍ଲା ପରିଷଦ ପ୍ରାର୍ଥୀ ଅନାଦୀ ସିଂ । ତାଙ୍କୁ ବୟସ ୫୯ ବର୍ଷ ହେବ । ସେ ବିଜେଡିର ଜିଲ୍ଲା ପରିଷଦ ପ୍ରାର୍ଥୀ ହୋଇଥିଲେ । ସୂଚନା ଅନୁସାରେ ସେ ଜ୍ୱରରେ ପୀଡିତ ଥିଲେ । ତାଙ୍କୁ ଘଟଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଥିଲା । ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ।
BREAKING NEWS
- ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ
- ରେଳ ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା: ୩ ଦିନ ପାଇଁ ରାସ୍ତା ମଝିରୁ ଫେରିବ ଏକାଧିକ ମେମୁ ଟ୍ରେନ୍
- ଭାରତକୁ ଫେରିବ ଫର୍ମୂଲା ୱାନ: ସରକାର ଗଠନ କଲେ ଟାସ୍କ ଫୋର୍ସ
- ଚଳିତ ମୌସୁମୀରେ ନୂଆ ରେକର୍ଡ: ବଙ୍ଗୋପସାଗରରେ ସୃଷ୍ଟି ହେଲାଣି ୧୧ଟି ଲଘୁଚାପ
- ମହଙ୍ଗା ଜାଲରେ ଛନ୍ଦି ହେଲାଣି ମଧ୍ୟବିତ୍ତ ପରିବାର: ଦରଦାମ ନିୟନ୍ତ୍ରଣ କରିବାରେ ପ୍ରଶାସନ ଫେଲ୍!
- ଏମକେସିଜି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ
- ଟି୨୦ ଆନ୍ତର୍ଜାତୀୟରେ ଜସପ୍ରୀତ ବୁମରାଙ୍କ ବିଶ୍ୱ ରେକର୍ଡ
- ଜନ୍ତର ମନ୍ତର ହିଂସା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଜାମିନ ପ୍ରଦାନ କଲେ ପଟିଆଲା ହାଉସ କୋର୍ଟ
- ୟୁପିଆଇ କାରବାର ନେଇ ନୂଆ ନିୟମ:ଜାଣନ୍ତୁ ନୂଆ ସ୍ଲାବ୍
- ଡିସେମ୍ବର ୪ରେ ବିବାହ ବନ୍ଧନରେ ବାନ୍ଧିହେବେ ରିଙ୍କୁ-ପ୍ରିୟା

Comments are closed.