ଚଣ୍ଡିଖୋଲ : ହୃଦ୍ଘାତରେ ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ ।ଯାଜପୁର ଜିଲ୍ଲା ଧାନମଣ୍ଡଳ ବ୍ଲକ ପଞ୍ଚାୟତର ପ୍ରାର୍ଥୀ ସରୋଜ କୁମାର ସ୍ୱାଇଁଙ୍କ ପରଲୋକ ଘଟିଛି । ତାଙ୍କ ଦେହ ଅସୁସ୍ଥ ହେବାପରେ ତାଙ୍କୁ ରବିବାର ହସ୍ପିଟାଲରେ ଭର୍ତି କରାଯାଇଥିଲା । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା । ତାଙ୍କର ଅକାଳ ବିୟୋଗରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି ।
BREAKING NEWS
- ୩୭ତମ ସବ ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍; ବାଳିକା ସିଙ୍ଗଲ ୧୫ ଓ ୧୭ ବର୍ଷରୁ କମ୍ ବର୍ଗ ସେମିଫାଇନାଲରେ ଓଡ଼ିଆ ଖେଳାଳୀ
- ଲଣ୍ଡନରେ ଶାହରୁଖ ଓ କାଜୋଲଙ୍କ ବ୍ରୋଞ୍ଜ ପ୍ରତିମା ଉନ୍ମୋଚନ
- ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ସଚେତନତା ଅଭିଯାନ ଆରମ୍ଭ
- ପୁରୁଣା ଆପାର୍ଟମେଣ୍ଟ ବିକ୍ରି ନିୟମକୁ ସହଜ କଲେ ଓଡ଼ିଶା ସରକାର
- ପୁଟିନଙ୍କ ବିମାନ ଉପରେ ସାରା ବିଶ୍ୱର ନଜର, ଜାଣନ୍ତୁ କେତେ ଜଣ କଲେ ଲାଇଭ୍ ଟ୍ରାକ୍..
- ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ: କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
- ହେଡେନଙ୍କୁ ଉଲଗ୍ନ ହେବାରେ ବଂଚାଇ ଦେଲେ ରୁଟ
- ପୁଟିନଙ୍କ ପାଇଁ ପ୍ରୋଟୋକଲ ଭାଙ୍ଗିଲେ ମୋଦି…
- କଳିଙ୍ଗା ଘାଟିର ଦୁର୍ଘଟଣା ପ୍ରବଣ ଚିହ୍ନଟ ସ୍ଥାନରେ ଲାଗିଲା ଭେଇକଲ ସେନ୍ସର୍ ଆଲର୍ଟ ଯନ୍ତ୍ର
- ଚଳିତ ବର୍ଷ ବଜ୍ରାଘାତରେ ଯାଇଛି ୯୨ ଜଣଙ୍କ ଜୀବନ: ମନ୍ତ୍ରୀ
Comments are closed.