ବେଙ୍ଗାଳୁରୁ : ଦୁଇ ବର୍ଷ ପରେ ପୁଣି ଥରେ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିବ ଭାରତ । ଖୁବଶୀଘ୍ର ଇସ୍ରୋ ଲଞ୍ଚ କରିବ ଚନ୍ଦ୍ରାୟନ -୩ । ଚନ୍ଦ୍ରାୟନ-୨ ମିଶନ ବେଳେ ଲ୍ୟାଣ୍ଡର ବିକ୍ରମ ଲୁନାର ସରଫେସରେ କ୍ରାସ୍ ହୋଇଥିଲା । ମାତ୍ର ଚନ୍ଦ୍ରାୟନ-୨ରେ ଚନ୍ଦ୍ର ପୃଷ୍ଠକୁ ପଠାଯାଇଥିବା ଅର୍ବିଟର ଏବେ ବି ସଫଳତାର ସହ କାର୍ଯ୍ୟ କରୁଛି । ତେବେ ଚନ୍ଦ୍ରାୟନ-୨ ମିଶନରୁ ମିଳିଥିବା ଶିକ୍ଷା ଓ ବିଶ୍ବସ୍ତରୀୟ ବିଶେଷଜ୍ଞଙ୍କ ପରାମର୍ଶକୁ ଆଧାର କରି ଚନ୍ଦ୍ରାୟନ-୩ର ପରୀକ୍ଷଣ ଚାଲିଛି ବୋଲି କହିଛନ୍ତି ଇସ୍ରୋ ବୈଜ୍ଞାନିକ । ଏହାର ଆବଶ୍ୟକ ପରୀକ୍ଷା ଶେଷ ହୋଇଛି । ଚଳିତ ବର୍ଷ ଅଗଷ୍ଟରେ ଚନ୍ଦ୍ରାୟନ-୩ ଲଞ୍ଚ ହେବାକୁ ଯୋଜନା ରହିଛି ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି । କରୋନା ଯୋଗୁ ଇସ୍ରୋର ଅନେକ ମିଶନ ପ୍ରଭାବିତ ହୋଇଛି ବୋଲି କହିଛନ୍ତି ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂ ।
BREAKING NEWS
- ବଜେଟରେ ନାଖୁସ ଶଶି ଥରୁର: କହିଲେ, ନିର୍ବାଚନ ରାଜ୍ୟ ହେବା ସତ୍ତ୍ୱେ କେରଳକୁ କରାଗଲା ଅଣଦେଖା
- ଭାରତ ଇରାନରୁ ନୁହେଁ, ଭେନେଜୁଏଲାରୁ ତେଲ କିଣିବ: ବଡ଼ ଘୋଷଣା କଲେ ଟ୍ରମ୍ପ
- Union Budget 2026: ଓଡିଶା ଉପରେ ବଜେଟ ବର୍ଷା, ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…
- Union Budget 2026: ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା…
- ମଧୁମେହ ଏବଂ ଉଚ୍ଚ ରକ୍ତଚାପ ଥିବା ଲୋକଙ୍କ ହ୍ରାସ ପାଏ କି ଶ୍ରବଣ ଶକ୍ତି ?
- Budget2026: ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
- Union Budget 2026: ଜାଣନ୍ତୁ…କ’ଣ ମହଙ୍ଗା, କ’ଣ ଶସ୍ତା?
- Union Budget 2026: ଶସ୍ତା ହେବ କର୍କଟ, ମଧୁମେହ ଏବଂ ଅଟୋଇମ୍ମ୍ୟୁନ୍ ରୋଗର ଔଷଧ…
- ବଜେଟ୍ ୨୦୨୬: ବାୟୋଫାର୍ମାକୁ ଫୋକସ, ୧୦ ହଜାର କୋଟି ଟଙ୍କା ହେବ ନିବେଶ
- ବଜେଟ୍ ୨୦୨୬-୨୭ରେ ଗରିବ, ଅସହାୟ ଏବଂ ବଞ୍ଚିତ ଶ୍ରେଣୀର ବିକାଶ ଉପରେ ଫୋକସ୍
Comments are closed.