ପୁରୀ: ବସନ୍ତ ପଞ୍ଚମୀରେ ଆଜି ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ଫାଇଭ୍ ଟି ସଚିବ ଭି. କେ. ପାଣ୍ଡିଆନ । ଏଥିସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ସିଂହଦ୍ଵାରଠାରୁ ଆରମ୍ଭ କରି ଉତ୍ତରଦ୍ୱାର ପର୍ଯ୍ୟନ୍ତ ବାହାରେ ଅନୁଧ୍ୟାନ କରିଥିଲେ ଫାଇଭ୍ ଟି ସଚିବ । ଏନେଇ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ।
ପ୍ରତି ଶନିବାର ଫାଇଭ୍ ଟି ସଚିବ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ବେଳେ ଆଜି ବସନ୍ତ ପଞ୍ଚମୀରେ ମହାପ୍ରଭୁଙ୍କୁ ସପରିବାର ଦର୍ଶନ କରିଛନ୍ତି । ଏହି ଅବସରରେ ସେବାୟତଙ୍କ ପକ୍ଷରୁ ତାଙ୍କୁ ମହାପ୍ରଭୁଙ୍କ ପଦ୍ମବେଶର ଓଲାଗି ହଂସ ପ୍ରଦାନ କରାଯାଇଥିଲା ।
BREAKING NEWS
- କେମିତି କରବେ E-Fasting …?
- ୩୭ତମ ସବ ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍; ବାଳିକା ସିଙ୍ଗଲ ୧୫ ଓ ୧୭ ବର୍ଷରୁ କମ୍ ବର୍ଗ ସେମିଫାଇନାଲରେ ଓଡ଼ିଆ ଖେଳାଳୀ
- ଲଣ୍ଡନରେ ଶାହରୁଖ ଓ କାଜୋଲଙ୍କ ବ୍ରୋଞ୍ଜ ପ୍ରତିମା ଉନ୍ମୋଚନ
- ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ସଚେତନତା ଅଭିଯାନ ଆରମ୍ଭ
- ପୁରୁଣା ଆପାର୍ଟମେଣ୍ଟ ବିକ୍ରି ନିୟମକୁ ସହଜ କଲେ ଓଡ଼ିଶା ସରକାର
- ପୁଟିନଙ୍କ ବିମାନ ଉପରେ ସାରା ବିଶ୍ୱର ନଜର, ଜାଣନ୍ତୁ କେତେ ଜଣ କଲେ ଲାଇଭ୍ ଟ୍ରାକ୍..
- ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ: କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
- ହେଡେନଙ୍କୁ ଉଲଗ୍ନ ହେବାରେ ବଂଚାଇ ଦେଲେ ରୁଟ
- ପୁଟିନଙ୍କ ପାଇଁ ପ୍ରୋଟୋକଲ ଭାଙ୍ଗିଲେ ମୋଦି…
- କଳିଙ୍ଗା ଘାଟିର ଦୁର୍ଘଟଣା ପ୍ରବଣ ଚିହ୍ନଟ ସ୍ଥାନରେ ଲାଗିଲା ଭେଇକଲ ସେନ୍ସର୍ ଆଲର୍ଟ ଯନ୍ତ୍ର
Comments are closed.