ଭୁବନେଶ୍ୱର : କଳାହାଣ୍ଡି ଜିଲ୍ଲାର ପୂର୍ବତନ କୋକସରା ବିଧାୟିକା ରୋଶନୀ ସିଂହଦେଓଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ଭୁବନେଶ୍ୱରରେ ପୁଅ ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓଙ୍କ ବାସ ଭବନରେ ତାଙ୍କର ପରଲୋକ ହୋଇଛି ।କିଛି ଦିନ ହେବ ସେ ଅସୁସ୍ଥ ହୋଇପଡିଥିଲେ । ବାର୍ଦ୍ଧକ୍ୟ ଜନିତ କାରଣରୁ ତାଙ୍କର ମୃତ୍ୟୁ ହୋଇଯାଇଛି । ରୋଶନୀ ସିଂହଦେଓ ଦୁଇ ଥର କୋକସରା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ରହିଥିଲେ । ସେ ୧୯୯୫ ରୁ ୨୦୦୪ ପର୍ଯ୍ୟନ୍ତ କୋକସରା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ସ୍ୱର୍ଗତ ବିଧାୟିକା ରୋଶନୀ ସିଂହଦେଓ ୧୯୪୦ ମସିହାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ବିୟୋଗ ଖରବ ଶୁଣି କଳାହାଣ୍ଡି ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି ।
BREAKING NEWS
- ରାଜଧାନୀରୁ ୭୫ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ୩ ଗିରଫ
- OUSSSC CPSE 2024: ପୋଲିସ ଏସ୍ଆଇ ପରୀକ୍ଷାର୍ଥୀଙ୍କ ବଢିଲା ତଥ୍ୟ ଅପଡେଟ୍ ସମୟସୀମା
- ୨ଦିନରେ ଷ୍ଟେସନରୁ ଜବତ ହେଲାଣି ୧୭ କେଜି ଗଞ୍ଜେଇ; ଦୁଇ ଗିରଫ
- ମୁମ୍ବାଇ ଇଣ୍ଡିଆନ୍ସ ହେଲା ସବୁଠାରୁ ଦାମୀ ଟିମ
- Sheikh Hasina approaches UN: ଢାକା ଫେରିବା ପୂର୍ବରୁ UNର ଦ୍ୱାରସ୍ଥ ହେଲେ ଶେଖ୍ ହସିନା;ଜାଣନ୍ତୁ କାରଣ…
- ରଣଜୀ ଟ୍ରଫିରେ ଚିନ୍ମୟ ସୁତାରଙ୍କ ଧମାକା: ଭାଙ୍ଗିଲେ ୧୦୦ ବର୍ଷର ବିଶ୍ୱ ରେକର୍ଡ!
- କିଟରେ ହେବ ଓଡ଼ିଶା ସିନିୟର ମହିଳା ଫିଡେ ରେଟେଡ୍ ଚେସ୍ ଚାମ୍ପିଅନସିପ
- PM Kisan Yojana:କାଲି ମିଳିବ ପିଏମ୍ କିଷାନ ଟଙ୍କା; ରାଜ୍ୟରେ ୩୫ ଲକ୍ଷ ଚାଷୀ ପାଇବେ ୭୦୦ କୋଟି
- ରଣଜୀ ଟ୍ରଫି: ସର୍ଭିସେସ ବିପକ୍ଷ ମ୍ୟାଚ୍ ଡ୍ର, ବାତ୍ୟା ଅର୍ଣ୍ଣବ ପ୍ରଭାବିତ ମ୍ୟାଚ୍ରୁ ଓଡ଼ିଶାକୁ ମିଳିଲା ପ୍ରଥମ ପଏଣ୍ଟ
- ରାଜ୍ୟସଭା କ୍ରସ ଭୋଟିଂ ମାମଲା: ୫ ବିଜେଡି ବିଧାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍

Comments are closed.