ସମ୍ବଲପୁର : ତହସିଲଦାରଙ୍କୁ ଦୁର୍ବ୍ୟବହାର କରିବା ପଡିଲା ମହଙ୍ଗା । ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଙ୍କ ନାଁରେ ଥାନାରେ ଏତଲା ଦାୟର । ସମ୍ବଲପୁର କ୍ଷେତ୍ରରାଜପୁର ଦୁର୍ଗାପାଲ୍ଲୀ ବସ୍ତି ଉଚ୍ଚେଦ ସମୟରେ ତହସିଲଦାର ଏବଂ ବିଧାୟକଙ୍କ ସେଠାରେ ପାଟିତୁଣ୍ଡ ହୋଇଥିଲା । ସର୍ବ ସମ୍ମୁଖରେ ତହସିଲଦାରଙ୍କୁ ଅଭଦ୍ର ଭାଷାରେ ଗାଳିଗୁଲଜ କରିବା ସହ ଦୁର୍ବ୍ୟବହାର କରିଥିଲେ ବିଧାୟକ ଜୟନାରାୟଣ ମିଶ୍ର ଏବଂ ତହସିଲଦାରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ ବିଧାୟକ । ଏନେଇ ପୋଲିସ ଥାନାରେ ମାମଲା ରୁଜୁ କରିଥିଲେ ତହସିଲଦାର । ଉକ୍ତ ଏତଲାକୁ ଆଧାର କରି ପୋଲିସ ତଦନ୍ତ ଆରମ୍ଭ କରିଛି ।
BREAKING NEWS
- ମୁଁ ଆପଣଙ୍କୁ ଛୁଇଁପାରିବି କି?’: ଅଭିଷେକ ଶର୍ମାଙ୍କୁ ଦେଖି ହୋସ୍ ହରାଇଲେ ସୁନ୍ଦରୀ ଫ୍ୟାନ୍
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା

Comments are closed.