କୋରାପୁଟ : ବୋରିଗୁମ୍ମାରେ ନିର୍ବାଚନୀ ହିଂସାକାଣ୍ଡ ।ବୋରିଗୁମ୍ମା ବ୍ଲକ କସାଗୁଡା ଗାଁରେ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ପ୍ରତିନିଧି ନରେନ୍ଦ୍ର ବିଶୋଇଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ମନ୍ତ୍ରୀଙ୍କ ପ୍ରତିନିଧିଙ୍କୁ ଗୁରୁତର ଅବସ୍ଥାରେ ବୋରିଗୁମ୍ମା ହସ୍ପିଟାଲରେ ଭର୍ତି କରାଯାଇଛି ।ମତଦାନ ସମୟରେ ସେ କସାଗୁଡା ଯାଇଥିବା ବେଳେ ତାଙ୍କୁ ପଛପଟୁ ବିଜେପି କର୍ମୀମାନେ ଆକ୍ରମଣ କରିଥିଲେ ।ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ସେ ଅଭିଯୋଗ କରିଛନ୍ତି । ଖବର ପାଇ ବୋରିଗୁମ୍ମା ପୋଲିସ ପହଁଞ୍ଚି ତଦନ୍ତ ଜାରି ରଖିଛି ।
BREAKING NEWS
- ଖସିଲା ରେପୋ ରେଟ୍; ଏଣିକି ଶସ୍ତା ହେବ ଇଏମଆଇ
- Police SI Exam Scam: ସିବିଆଇର ପ୍ରଥମ ଆକ୍ସନ, ଦୀଘା ମଡେଲ୍ର ମାଷ୍ଟରମାଇଣ୍ଡ ଗିରଫ
- ସହପାଠୀଙ୍କୁ ନିର୍ଯାତନା ଅଭିଯୋଗରେ ଭିସୁଟ ଛାତ୍ର ଗିରଫ
- Putin pays tribute to Mahatma Gandhi : ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍
- Indigo Flight Cancelled: ଇଣ୍ଡିଗୋ ଯାତ୍ରୀଙ୍କୁ ପୁଣି ବଡ଼ ଝଟକା,ଆଜି ଦିଲ୍ଲୀରୁ ସମସ୍ତ ଘରୋଇ ବିମାନ ଉଡ଼ାଣ ବାତିଲ
- Matric Exam: ମାଟ୍ରିକ ପରୀକ୍ଷା ନେଇ ଘୋଷଣା ହେଲା ତାରିଖ
- India-Russia Summit : ଆଜି ଭାରତ-ରୁଷ୍ ଶିଖର ସମ୍ମିଳନୀ, ହେବ ବହୁ ଗୁରୁତ୍ବପୂର୍ଣ୍ଣ ଆଲୋଚନା
- ମହିଳା ହିଂସା ରୋକିବା ନେଇ ସରକାର ଯତ୍ନବାନ ଅଛନ୍ତି: ମୁଖ୍ୟମନ୍ତ୍ରୀ
- ଟଳିଲା ବଡ ଅଘଟଣ; ନକ୍ସଲ ଖଞ୍ଜିଥିବା ୩ ଆଇଇଡି ବୋମାକୁ ନିଷ୍କ୍ରିୟ କଲେ ସୁରକ୍ଷାକର୍ମୀ
- କ୍ରିକେଟ ପ୍ରେମୀଙ୍କ କ୍ରେଜ, ଟିକେଟ ପାଇଁ ରାତିରୁ ଲାଗିଛି ଲମ୍ବା ଲାଇନ
Comments are closed.