ଭୁବନେଶ୍ୱର : ବଢୁଛି ବିଜେଡିର ବଳ । ଆଜି ଭୁବନେଶ୍ୱର ୪୦ ଓ ୪୧ ନମ୍ବର ୱାର୍ଡର ୨ଶହରୁ ଅଧିକ ବିଜେପି କର୍ମୀ ବିଜେଡିରେ ଯୋଗଦେଇଛନ୍ତି । ଏଥିରେ ସାମିଲ ହୋଇଛନ୍ତି ବିଜେପି ବନଦୁର୍ଗା ମଣ୍ଡଳ ସଭାପତି ଫିରୋଜ ଖାନ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ ଧାରାକୁ ନେଇ ବିଜେପି କର୍ମୀମାନେ ବିଜେଡିରେ ସାମିଲ ହୋଇଛନ୍ତି । ଏହାଦ୍ୱାରା ବିଜେଡିର ଶକ୍ତି ଆହୁରି ବୃଦ୍ଧି ହୋଇଛି ।ଅନ୍ୟପଟେ ଯାହାକୁ ବି ପୌର ନିର୍ବାଚନରେ ନବୀନ ବାବୁ ଟିକେଟ ଦେବେ , ଆମେ ଦଳର ଶୃଙ୍ଖଳିତ କର୍ମୀ ଭାବେ ତାଙ୍କୁ ସମର୍ଥନ କରିବୁ । କାରଣ ଆମ ମୂଳ ଲକ୍ଷ ସମାଜସେବା । ଲୋକଙ୍କୁ ପାଖକୁ ଯାଇ ସେମାନଙ୍କ ସମସ୍ୟା ସମାଧାନ କରାଯିବ କର୍ମୀମାନେ କହିଛନ୍ତି । ଏହି ମିଶ୍ରଣ ପର୍ବରେ ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନା ଉପସ୍ଥିତ ଥିଲେ ।
BREAKING NEWS
- Modi’s 25-Year: ଶାସନରେ ମୋଦିଙ୍କ ୨୫ ବର୍ଷ: ଏମିତି ଥିଲା ଗୁଜରାଟରୁ ଦିଲ୍ଲୀ ଯାତ୍ରା…ଆଜି ସାରା ଦେଶରେ ମେଗା ସେଲିବ୍ରେସନ୍!
- ‘ଆର୍ଜେଣ୍ଟିନା ସହ ଆଉ ନରହିବା ବହୁତ କଷ୍ଟ ଦେବ’: ଅନ୍ତର୍ଜାତୀୟ ଫୁଟବଲ୍ରୁ ଅବସର ନେଇ ମେସିଙ୍କ ଭାବବିହ୍ୱଳ ବିଦାୟୀ ଭାଷଣ
- ଓଲଟିଲା ୨ ଟ୍ରକ୍; କୋରାପୁଟ-ରାୟଗଡ଼ା ମଧ୍ୟରେ ଯାତାୟାତ ଠପ୍
- Gen Z ଙ୍କ ପ୍ରକୋପରେ ଜଳୁଛି ଫ୍ରାନ୍ସ…
- ବିସ୍ଥାପିତଙ୍କ ପାଇଁ ଗୃହ ନିର୍ମାଣ ଯୋଜନା ଘୋଷଣା କଲେ ହିଜବୁଲ୍ଲା ମୁଖିଆ ସେଖ ନଇମ କାସେମ
- ତେଲ ଟ୍ୟାଙ୍କର ଉପରେ ୟୁକ୍ରେନର ଡ୍ରୋନ ଆଟାକ, ୨୩ ଭାରତୀୟ କ୍ରୁ ଉଦ୍ଧାର…
- ଭୂମିକମ୍ପରେ ଥରିଲା ଉତ୍ତରାଖଣ୍ଡ; ଦିଲ୍ଲୀରେ ଝଟକା ଅନୁଭୂତ
- ପ୍ରଥମ ଟି୨୦: ଶ୍ରେୟାସଙ୍କ ବିସ୍ଫୋରକ ଶତକ, ୱେଷ୍ଟଇଣ୍ଡିଜ୍କୁ ୮ ୱିକେଟ୍ରେ ହରାଇଲା ଭାରତ
- ମୁଣ୍ଡ ଉପରେ ପୂଜା, ଖାଲ ଭର୍ତ୍ତି ରାସ୍ତାରେ ତୋରଣ
- ଭୁବନେଶ୍ୱର କୁମାରଙ୍କ କମ୍ବ୍ୟାକ୍: ୪ ବର୍ଷ ପରେ ଟିମ୍ ଇଣ୍ଡିଆକୁ ଫେରିଲେ, ନ୍ୟୁଜିଲ୍ୟାଣ୍ଡ ଗସ୍ତ ପାଇଁ ଭାରତୀୟ ଟି୨୦, ଏ’ ଦଳ ଘୋଷଣା

Comments are closed.