ନବରଙ୍ଗପୁର : ନବରଙ୍ଗପୁରରେ ବିଜେଡିର ବାଜିମାତ୍ । ୨୬ଟି ଜିଲ୍ଲା ପରିଷଦ ଆସନରୁ ୨୪ ଆସନରେ ହାସଲ କରିଛି ବିଜେଡି । ବିଜେଡି ବିଜୟ ହାସଲ କରିଥିବା ବେଳେ ନାଚଗୀତରେ କମ୍ପି ଉଠୁଛି ପରିବେଶ । ଜିତିଥିବା ପ୍ରାର୍ଥୀଙ୍କୁ ନେଇ ସମର୍ଥକ ମାନେ ଖୁସି ମନାଇଥିବା ଦେଖିବାକୁ ମିଳିଛି । ସେପଟେ ମୁଖ୍ୟମନ୍ତ୍ରୀ ନବନୀ ପଟ୍ଟନାୟକଙ୍କ ନିର୍ମଳ ଭାବମୂର୍ତ୍ତୀ ଓ ବିକାଶ ମୂଳକ ଯୋଜନାକୁ ନେଇ ଲୋକ ଭୋଟ ଦେଇଥିବା ବିଜେଡି ନେତାମାନେ କହିଛନ୍ତି ।
ହେଲେ ନିର୍ବାଚନ ସମୟରେ ବିଜେଡି କଳାଧନ ବାଣ୍ଟି ଭୋଟ ହାତେଇଥିବା କଂଗ୍ରେସ ଅଭିଯୋଗ ଆଣିଛି । କଂଗ୍ରେସ ସପକ୍ଷରେ ପ୍ରବଳ ଜନମତ ଥିବାବେଳେ କିନ୍ତୁ ପ୍ରବଳ ଟଙ୍କା ବାଣ୍ଟି ବିଜେଡି ଜନମତକୁ ପ୍ରଭାବିତ କରିଥିଲା ବୋଲି ଅଭିଯୋଗ ଆଣିଥିଲେ ଜିଲ୍ଲା କଂଗ୍ରେସ ସଭାପତି ମୁନ୍ନା ତ୍ରିପାଠୀ ।
BREAKING NEWS
- Jharsuguda–Bhubaneswar Flights: ଝାରସୁଗୁଡ଼ାରୁ ଭୁବନେଶ୍ୱର-ହାଇଦ୍ରାବାଦକୁ ବିମାନ ସେବା ଏହି ତାରିଖ ଯାଏଁ ବନ୍ଦ…ଜାଣନ୍ତୁ କାରଣ
- ଦ୍ୱିତୀୟ ବନ୍ୟାରେ ବେହାଲ ବଡ଼ଚଣା;ପାନୀୟ ଜଳ ପାଇଁ ହାହାକାର,ରନ୍ଧା ଖାଦ୍ୟ ଦିଆଯାଉ ନଥିବା ଅଭିଯୋଗ
- MMDR ବିଲକୁ ବିରୋଧୀଙ୍କ ବିରୋଧ: ଜବାବ ରଖିଲେ ଖଣିମନ୍ତ୍ରୀ
- ୟୁ.ଏସ୍. ଓପନ୍: ୪୬ ବର୍ଷୀୟା ଭେନସଙ୍କୁ ୱାଇଲ୍ଡ କାର୍ଡ; ସେରେନାଙ୍କ ପାଇଁ ଗୋଟିଏ ସ୍ଥାନ ସଂରକ୍ଷିତ !
- Dowry-free Odisha:’ଯୌତୁକ ମୁକ୍ତ ଓଡ଼ିଶା ଏବଂ ଘରୋଇ ହିଂସାମୁକ୍ତ ଘର ଗଠନ ସରକାରଙ୍କ ଲକ୍ଷ୍ୟ’
- ମାଷ୍ଟରକ୍ୟାଣ୍ଟିନ୍ ଛକରେ ଲଙ୍କାକାଣ୍ଡ: ୪୦୦ରୁ ଅଧିକ ଅଟୋର ପରମିଟ୍ ରଦ୍ଦ ପାଇଁ ପ୍ରକ୍ରିୟା ଆରମ୍ଭ
- ପୁରୁଷ ହକି ୱାର୍ଲ୍ଡ କପ୍ ୨୦୨୬: ପାକିସ୍ତାନକୁ ୫-୩ ଗୋଲ୍ରେ ହରାଇ ଟପ-୮ ରେ ଭାରତ
- ବନ୍ୟା ଆଶଙ୍କା: ବାଲେଶ୍ୱରରେ ବଢ଼ିବ ଜଳସ୍ତର, ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ
- ଦାରା ସିଂହଙ୍କ ଆଗୁଆ ଖଲାସ ଆବେଦନ: ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଚେତାବନୀ
- ରାଜଧାନୀରେ ଓଲା-ଉବେର ଡ୍ରାଇଭରଙ୍କ ଆନ୍ଦୋଳନ ଉଗ୍ର: ୧୪ ‘ଆମ ବସ୍’ ଭଙ୍ଗାରୁଜା, ୫୦ ଗିରଫ

Comments are closed.