କଳାହାଣ୍ଡି : ମୃଦୁ ଭୂକମ୍ପରେ ଥରିଲା କଳାହାଣ୍ଡି । କଳାହାଣ୍ଡିରେ ଗୁରୁବାର ସାମାନ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସକାଳ ପ୍ରାୟ ୧୧.୩୦ ସମୟରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ସୂଚନା ମିଳିଛି । ରେକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୫ ଥିବା ଜଣାପଡିଛି । ଭୂକମ୍ପର କେନ୍ଦ୍ର ଅକ୍ଷାଂଶ ୧୯.୬୦ ଥିଲା ଏବଂ ଦ୍ରାଘିମା ୮୨.୭୦ ଥିଲା । ଭୂକମ୍ପର ଝଟକା ସାମାନ୍ୟ ଥିବାରୁ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି।
BREAKING NEWS
- ଦ୍ୱିତୀୟ ବନ୍ୟାରେ ବେହାଲ ବଡ଼ଚଣା;ପାନୀୟ ଜଳ ପାଇଁ ହାହାକାର,ରନ୍ଧା ଖାଦ୍ୟ ଦିଆଯାଉ ନଥିବା ଅଭିଯୋଗ
- MMDR ବିଲକୁ ବିରୋଧୀଙ୍କ ବିରୋଧ: ଜବାବ ରଖିଲେ ଖଣିମନ୍ତ୍ରୀ
- ୟୁ.ଏସ୍. ଓପନ୍: ୪୬ ବର୍ଷୀୟା ଭେନସଙ୍କୁ ୱାଇଲ୍ଡ କାର୍ଡ; ସେରେନାଙ୍କ ପାଇଁ ଗୋଟିଏ ସ୍ଥାନ ସଂରକ୍ଷିତ !
- Dowry-free Odisha:’ଯୌତୁକ ମୁକ୍ତ ଓଡ଼ିଶା ଏବଂ ଘରୋଇ ହିଂସାମୁକ୍ତ ଘର ଗଠନ ସରକାରଙ୍କ ଲକ୍ଷ୍ୟ’
- ମାଷ୍ଟରକ୍ୟାଣ୍ଟିନ୍ ଛକରେ ଲଙ୍କାକାଣ୍ଡ: ୪୦୦ରୁ ଅଧିକ ଅଟୋର ପରମିଟ୍ ରଦ୍ଦ ପାଇଁ ପ୍ରକ୍ରିୟା ଆରମ୍ଭ
- ପୁରୁଷ ହକି ୱାର୍ଲ୍ଡ କପ୍ ୨୦୨୬: ପାକିସ୍ତାନକୁ ୫-୩ ଗୋଲ୍ରେ ହରାଇ ଟପ-୮ ରେ ଭାରତ
- ବନ୍ୟା ଆଶଙ୍କା: ବାଲେଶ୍ୱରରେ ବଢ଼ିବ ଜଳସ୍ତର, ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ
- ଦାରା ସିଂହଙ୍କ ଆଗୁଆ ଖଲାସ ଆବେଦନ: ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଚେତାବନୀ
- ରାଜଧାନୀରେ ଓଲା-ଉବେର ଡ୍ରାଇଭରଙ୍କ ଆନ୍ଦୋଳନ ଉଗ୍ର: ୧୪ ‘ଆମ ବସ୍’ ଭଙ୍ଗାରୁଜା, ୫୦ ଗିରଫ
- SCB Mega Expansion Project:ଜାନୁଆରୀରୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ SCB ନୂଆ ବିଲ୍ଡିଂ;ଆଉ ଏକ ମେଡିସିନ୍ ବ୍ଲକ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Comments are closed.