ଭୁବନେଶ୍ୱର : ପୌର ନିର୍ବାଚନ ପାଇଁ କଂଗ୍ରେସ ତରଫରୁ ଭୁବନେଶ୍ୱରରୁ ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି । ସ୍ବର୍ଗତ କାଙ୍ଗାଳି ଚରଣ ପଣ୍ଡା ପୂର୍ବତନ ବିଧାୟକ ଧର୍ମଶାଳାଙ୍କ ବୋହୁ ମଧୁସ୍ମିତା ଆଚାର୍ଯ୍ୟ କଂଗ୍ରେସର ଵି ଏମ ସି ମେୟର ପ୍ରାଥୀ ଘୋଷଣା । ଆଜି କଂଗ୍ରେସ ଭବନରେ ସାମ୍ବାଦିକ ସମ୍ମିଳନୀରେ ଭୁବନେଶ୍ୱର ଜିଲ୍ଲା ସଭାପତି ବିଶ୍ୱଜିତ ଦାସ ମଧୁସ୍ମିତାଙ୍କ ନାଁ ଘୋଷଣା କରିଛନ୍ତି ।ମଧୁସ୍ମିତା ଜଣେ ଉଚ୍ଚଶିକ୍ଷିତା, ଯୁବ ଉଦ୍ୟୋଗୀ, କ୍ରୀଡ଼ାବିତ୍ ଓ ଓଡ଼ିଶୀ ନୃତ୍ୟଶିଳ୍ପୀ। କଲେଜ ଜୀବନରେ ମଧ୍ୟ ରାଜନୀତିରେ ଜଡ଼ିତ ଥିଲେ । କଂଗ୍ରେସ ତାଙ୍କ ଉପରେ ଭରସା କରିଛି। ସେଥିପାଇଁ ତାଙ୍କୁ ମେୟର ପ୍ରାଥୀ ଭାବେ ଚୟନ କରିଛି ଜାତୀୟ କଂଗ୍ରେସ ।
BREAKING NEWS
- Naxal Encounter: ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୫ ମାଓବାଦୀ ନିହତ;ଜଣେ ଯବାନ ସହିଦ, ଆଉ ଜଣେ ଆହତ
- ଚର୍ଚ୍ଚାରେ ବେଲଜିୟମର କୁନି ଆଇନଷ୍ଟେଇନ
- ସକାଳୁ ଉଷୁମ ପାଣି ସହ ଘିଅ ପିଅନ୍ତୁ, ୧୫ ଦିନରେ ଦୂର ହେବ ଏହି ସମସ୍ୟା…
- ପୁଟିନଙ୍କ ଗସ୍ତ ପୂର୍ବରୁ ଭାରତ ସହିତ ଗୁରୁତ୍ୱପୂର୍ଣ୍ଣ ଚୁକ୍ତିକୁ ମଞ୍ଜୁରୀ ଦେଲା ଋଷ
- Bomb threat emails: ଏହି ବିଶ୍ୱବିଦ୍ୟାଳୟର ଦୁଇଟି କଲେଜକୁ ବୋମା ଧମକ, ସୁରକ୍ଷା ଏଜେନ୍ସି ସଜାଗ
- CHSE +2exam: +୨ ପରୀକ୍ଷା ପାଇଁ ତାରିଖ ଘୋଷଣା; ଫେବୃୟାରୀ୧୮ରୁ ଥିଓରି, ପ୍ରାକ୍ଟିକାଲ ଜାନୁଆରୀ…
- ଛାଡପତ୍ର ପରେ ମହିଳାମାନେ ଫେରି ପାଇବେ ଯୌତୁକ: ସୁପ୍ରିମକୋର୍ଟ
- ଅଭ୍ୟାସ ଆରମ୍ଭ କଲେ ଶୁଭମନ ଗିଲ
- ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ହେବାକୁ ବଲିଉଡ ଅଭିନେତ୍ରୀ ମାଧୁରୀ ନେଇଛନ୍ତି କୋଟିଏ ୬୦ ଲକ୍ଷ..
- କୋହଲି ଖେଳିବେ ବିଜୟ ହଜାରେ ଟ୍ରଫି
Comments are closed.