ବାଲେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡ଼ି ପ୍ରାର୍ଥୀ ରବୀନ୍ଦ୍ର କୁମାର ଜେନାଙ୍କୁ ୧୨୯୫୬ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସମୁଦାୟ ୪୮୩୮୫୮ ଭୋଟ୍ ପାଇଥିବାବେଳେ ରବୀନ୍ଦ୍ର କୁମାର ଜେନାଙ୍କୁ ମିଳିଛି ୪୭୦୯୦୨ଟି ଭୋଟ୍ । କଂଗ୍ରେସ ପ୍ରାର୍ଥୀ ନବଜ୍ୟୋତି ପଟ୍ଟନାୟକ ୧୭୯୪୦୩ଟି ଭୋଟ୍ ପାଇ ତୃତୀୟ ସ୍ଥାନରେ ଅଛନ୍ତି ।
BREAKING NEWS
- ଦୋହା ଡାଇମଣ୍ଡ ଲିଗରେ ନୀରଜଙ୍କୁ ୪ର୍ଥ ସ୍ଥାନ, ରାଜ୍ୟଗୋଷ୍ଠୀ କ୍ରୀଡା ପାଇଁ ହାସଲ କଲେ ଯୋଗ୍ୟତା
- ଯଶସ୍ୱୀଙ୍କ ଶତକ ଆଗରେ ଫିକା ପଡିଲା ଶାହୀଦଙ୍କ ଇନିଂସ: ଭାରତର କ୍ଲିନ ସୁଇପ
- ଟିଏମ୍ସିରେ ମହାଭାରତ: ଫ୍ରିଜ୍ ହେଲା ଦଳର ୩ଟି ବ୍ୟାଙ୍କ ଆକାଉଣ୍ଟ
- ଖାଇବର ପାଖତୁନଖ୍ୱାରେ ବଡ଼ ଧରଣର ବୋମା ବିସ୍ଫୋରଣ; ୭ ମୃତ, ଅନେକ ଆହତ
- ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ ମାହୋଲ: ପୁଣି ହର୍ମୁଜ ବନ୍ଦ କଲା ଇରାନ, ଆମେରିକା ସହ ଚୁକ୍ତି ଭାଙ୍ଗିବା ନେଇ ଦେଲା ଚେତାବନୀ
- ପର୍ଯ୍ୟଟକଙ୍କ ପାଇଁ ବିହାର ସରକାରଙ୍କ ବଡ଼ ଅଫର: ଲଦାଖ ବୁଲିବା ଖର୍ଚ୍ଚରୁ ୫୦ ପ୍ରତିଶତ ବହନ କରିବେ ସରକାର, ଜାଣନ୍ତୁ କେମିତି ମିଳିବ ସୁବିଧା
- Amit Shah Vows To Expel Infiltrators: “ଏହା କୌଣସି ଧର୍ମଶାଳା ନୁହେଁ; ଏଠାରେ ଜନ୍ମଗ୍ରହଣ କରିଥିବା ଲୋକମାନେ ହିଁ ଏହି ଦେଶରେ ରହିବେ”
- ‘ପଶ୍ଚିମବଙ୍ଗରେ ପରିବର୍ତ୍ତନର ନୂଆ ପବନ ବହୁଛି’, ବିଭିନ୍ନ ପ୍ରକଳ୍ପର ଭେଟି ଦେଇ ମମତାଙ୍କୁ ଘେରିଲେ ପ୍ରଧାନମନ୍ତ୍ରୀ ମୋଦି
- ଏଆଇଏଫଏଫର ନାମ ବଦଳି ହେବ କି ଏଫଏଫବି
- ପିଲା ଚୋର ଗୁଜବରୁ ଭୟାବହ ଭିଡ଼ ହିଂସା: ରାୟଗଡ଼ାରେ ଏନ୍ଜିଓ କର୍ମୀଙ୍କୁ ଅମାନୁଷିକ ଆକ୍ରମଣ, ଓଡ଼ିଶା ରାଜନୀତିରେ ନିଆଁ

Comments are closed.