ମୟୁରଭଞ୍ଜ : ବଜ୍ରକାପ୍ତା ଡିଲ୍ କରିବା ପଡିଲା ମହଙ୍ଗା । ବଜ୍ରକାପ୍ତା ଡିଲ୍ ବେଳେ ଧରାପଡିଲେ ଜେଏମଏମର ପୂର୍ବତନ ବିଧାୟକ ପ୍ରାର୍ଥୀ ବର୍ତ୍ତାମାନର ବିଜେପି ନେତା ଦିଲ୍ଲୀର ନାୟକ ।ଦେବଗଡ ବାରକୋଟା ଥାନା ଝୁମ୍ପୁରା ଜଙ୍ଗଲ ନିକଟରୁ ବଜ୍ରକାପ୍ତା ବିକ୍ରି ପାଇଁ ୧୫ ଲକ୍ଷ ଟଙ୍କା ଡିଲ୍ ବେଳେ ଦିଲ୍ଲୀପ ନାଏକଙ୍କୁ ଧରିଥିଲା ପୋଲିସ । ଦିଲ୍ଲୀପଙ୍କ ନିକଟରୁ ୭ କେଜି ଓଜନର ବଜ୍ରକାପ୍ତା ଉଦ୍ଧାର କରିଛ ପୋଲିସ ।ବିଜେପି ନେତାଙ୍କୁ ଏନେଇ ପଚରା ଉଚରା ଜାରି ରଖିଛି ପୋଲିସ ।
BREAKING NEWS
- ଶାରୀରିକ କ୍ଷମତା ବା ଭିନ୍ନ-କ୍ଷମତା ପ୍ରତିଭାର ବିକାଶରେ କେବେ ବି ବାଧା ସୃଷ୍ଟି କରେ ନାହିଁ: ମୁଖ୍ୟମନ୍ତ୍ରୀ
- ବାବା ଭେଙ୍ଗାଙ୍କ ବ୍ୟତୀତ ଆଉ କେଉଁମାନଙ୍କ ଭବିଷ୍ୟବାଣୀ ହୋଇଛି ସତ ? ଜାଣନ୍ତୁ…
- CM Air Health Service: ମାଓ ଅଧ୍ୟୁଷିତ ମାଲକାନଗିରିରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସେବା…
- ‘୨୦୨୫-୨୬ରେ ଓଡ଼ିଶାକୁ ୧୩ ଗୁଣ ଅଧିକ ୧୦,୫୯୯ କୋଟିର ରେଳ ବଜେଟ୍ ଆବଣ୍ଟନ କରାଯାଇଛି’
- ୧୮,୧୧୧ ଏକରରୁ ଅଧିକ ବେଆଇନ ଗଞ୍ଜେଇ ଚାଷ ନଷ୍ଟ, କେବଳ ଏହି ଜିଲ୍ଲାରେ ସର୍ବାଧିକ…
- ଘନ କୁହୁଡ଼ିରେ ସୁରକ୍ଷିତ ଟ୍ରେନ୍ ପରିଚାଳନା ନେଇ ପୂର୍ବତଟ ରେଳପଥର ବିଶେଷ ପଦକ୍ଷେପ
- Ollywood Movie: ସାମାଜିକ ବାର୍ତ୍ତା ନେଇ ଖୁବଶୀଘ୍ର ଆସୁଛି ଓଡ଼ିଆ ଫିଲ୍ମ ‘ମହାକାଳ’
- Fake News Threat To Democracy: ଫେକ୍ ନ୍ୟୁଜ ଗଣତନ୍ତ୍ର ପାଇଁ ବିପଦ: ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
- ଏହି ଲୋକମାନେ ପରମାଣୁ ବୋମାକୁ ସେତିକି ଭୟ କରନ୍ତିନି, ଯେତିକି ଇସଲାମକୁ କରନ୍ତି…
- E-Kyc: ସାଢେ ୬ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାସନ କାର୍ଡ….
Comments are closed.