କଟକ ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ପ୍ରାର୍ଥୀ ଭର୍ତ୍ତୃହରି ମହତାବ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ପ୍ରକାଶ ମିଶ୍ରଙ୍କୁ ୧୨୧୨୦୧ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ଭର୍ତ୍ତୃହରି ମହତାବ ସମୁଦାୟ ୫୨୪୫୯୨ ଭୋଟ୍ ପାଇଥିବାବେଳେ ପ୍ରକାଶ ମିଶ୍ରଙ୍କୁ ମିଳିଛି ୪୦୩୩୯୧ଟି ଭୋଟ୍ । କଂଗ୍ରେସ ପ୍ରାର୍ଥୀ ପଞ୍ଚାନନ କାନୁନଗୋ ୯୯୮୪୭ଟି ଭୋଟ୍ ପାଇ ତୃତୀୟ ସ୍ଥାନରେ ଅଛନ୍ତି ।
BREAKING NEWS
- Spying For Pakistan: ପାକ୍ ଗୁପ୍ତଚରଙ୍କୁ ଗୋପନୀୟ ତଥ୍ୟ ପଠାଉଥିବା ଅଭିଯୋଗରେ ଅବସରପ୍ରାପ୍ତ IAF ଅଧିକାରୀ ଗିରଫ
- Odisha Masters 2025:ଡିସେମ୍ବର ୧୪ରେ ଫାଇନାଲ ମ୍ୟାଚ; ଏହି ଭାରତୀୟ ଖେଳାଳୀ ଦେଖାଇବେ ଦମ୍
- କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ
- ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର
- ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣରେ ସମ୍ବର୍ଦ୍ଧିତ ହେଲେ ରାଜ୍ୟର ୩୦ ଛାତ୍ରଛାତ୍ରୀ; ଯିବେ ISRO
- ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ପରେ ଅନ୍ୟ ଟ୍ରେନରେ ବି ହେବ ଉପଲବ୍ଧ…
- ସତରେ କଣ ଘରର ସୁନା ଯୋଗିଥାଏ ସାପ ? କ’ଣ କହୁଛି ଧର୍ମ…
- ଆପଣଙ୍କ ଶରୀରରେ ରହିଛିକି ଭିଟାମିନ ଡି ଅଭାବ: ସାବଧାନ! ମନକୁ ଆସିପାରେ ଆତ୍ମତ୍ୟା କରିବାର ଚିନ୍ତା…
- ନିଜ ଦେହର ମାଂସ ଖାଇଗଲେ କଏଦୀ ! ଛାତିଥରା ଘଟଣା
- ଆପଣଙ୍କ ପାସୱାର୍ଡ ଆଉ ଜଣଙ୍କ ପାଖରେ! ଜାଣନ୍ତୁ କିଏ…
Comments are closed.