ପୁରୀ : ପୁରୀ ଶ୍ରୀମନ୍ଦିରରେ ରକ୍ତଛିଟା । ନୀତିକାନ୍ତି ବିଳମ୍ବ ।ଶ୍ରୀମନ୍ଦିରରେ ଅବକାଶ ପୂଜା ପରେ ଭିତରକାଠ ନିକଟରେ ଆଜି ସକାଳେ ରକ୍ତ ଛିଟା ଦେଖିବାକୁ ମିଳିଥିଲା । ରକ୍ତଛିଟା ଦେଖାଯିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଥିଲା । ଫଳରେ ଘଣ୍ଟାଏରୁ ଊର୍ଦ୍ଧ୍ୱ ସମୟ ଧରି ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ହୋଇଥିଲା ।ସାଧାରଣ ଦର୍ଶନ ବନ୍ଦ ରହିଥିବାରୁ ବଡ ଦାଣ୍ଡରେ ଭକ୍ତଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଥିଲା । ତେବେ ମହାସ୍ନାନ ନୀତି ସମ୍ପର୍ଣ୍ଣ ହେବା ପରେ ପୁଣି ସାଧାରଣ ଭକ୍ତଙ୍କୁ ଦର୍ଶନ ପାଇଁ ଛଡାଯାଇଛି ।
BREAKING NEWS
- India-Russia Summit : ଆଜି ଭାରତ-ରୁଷ୍ ଶିଖର ସମ୍ମିଳନୀ, ହେବ ବହୁ ଗୁରୁତ୍ବପୂର୍ଣ୍ଣ ଆଲୋଚନା
- ମହିଳା ହିଂସା ରୋକିବା ନେଇ ସରକାର ଯତ୍ନବାନ ଅଛନ୍ତି: ମୁଖ୍ୟମନ୍ତ୍ରୀ
- ଟଳିଲା ବଡ ଅଘଟଣ; ନକ୍ସଲ ଖଞ୍ଜିଥିବା ୩ ଆଇଇଡି ବୋମାକୁ ନିଷ୍କ୍ରିୟ କଲେ ସୁରକ୍ଷାକର୍ମୀ
- କ୍ରିକେଟ ପ୍ରେମୀଙ୍କ କ୍ରେଜ, ଟିକେଟ ପାଇଁ ରାତିରୁ ଲାଗିଛି ଲମ୍ବା ଲାଇନ
- Weather Updat: ରାଜ୍ୟରେ ପୁଣି ତାପମାତ୍ରା ହ୍ରାସ, ଝାରସୁଗୁଡ଼ା ସବୁଠୁ ଥଣ୍ଡା ସହର
- ଡିସେମ୍ବର ୬ରୁ ରାଜ୍ୟ ପୁସ୍ତକ ମହୋତ୍ସବ; ନିର୍ମାଣ ହେବ ୫୫୦ଟି ଷ୍ଟଲ, ଭାଗନେବେ ପ୍ରାୟ…
- ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଗିରଫ
- କେମିତି କରବେ E-Fasting …?
- ୩୭ତମ ସବ ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍; ବାଳିକା ସିଙ୍ଗଲ ୧୫ ଓ ୧୭ ବର୍ଷରୁ କମ୍ ବର୍ଗ ସେମିଫାଇନାଲରେ ଓଡ଼ିଆ ଖେଳାଳୀ
- ଲଣ୍ଡନରେ ଶାହରୁଖ ଓ କାଜୋଲଙ୍କ ବ୍ରୋଞ୍ଜ ପ୍ରତିମା ଉନ୍ମୋଚନ
Comments are closed.