ପୁରୀ : ଆଜି ଶ୍ରୀମନ୍ଦିରରେ ପୁଣି ମହାସ୍ନାନ । ବନ୍ଦ ରହିଛି ଦର୍ଶନ । ପୁଣି ଆଜି ପୁରୀ ଶ୍ରୀମନ୍ଦିର ଭିତର କାଠ ନିଟକରେ ଜଣେ ଶ୍ରଦ୍ଧାଳୁ ବାନ୍ତି କରି ଦେବାରୁ ଏକ ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରଖାଯାଇଛି । ମହାସ୍ନାନ ନୀତି ପରେ ପୁଣି ଦର୍ଶନ ଆରମ୍ଭ ହେବ ବୋଲି ସୂଚନା ମିଳିଛି ।ଦର୍ଶନ ବନ୍ଦ ଥିବାରୁ ଶ୍ରୀମନ୍ଦିର ବାହାରେ ଭକ୍ତଙ୍କ ଲମ୍ବା ଲାଇନ ଲାଗିଛି ।ସୂଚନା ଅନୁସାରେ ସୋମବାର ଶ୍ରୀମନ୍ଦିରେ ରକ୍ତ ଛିଟା ପଡିବାରୁ ଶ୍ରୀଜିଉଙ୍କ ମହାସ୍ନାନ ନୀତି କରାଯାଇଥିଲା ନୀତିକାନ୍ତି ବହୁ ସମୟ ବିଳମ୍ବ ହୋଇଥିଲା ।
BREAKING NEWS
- ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…
- ପୁରୀରେ ଆୟୋଜିତ ହେଲା ଓଡିଶା-ଆସାମ ସାହିତ୍ୟ ଉତ୍ସବ
- ଆସନ୍ତାକାଲି ବାବରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ହୁମାୟୁଁ କବୀର
- ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ
- ଇଣ୍ଡିଗୋ ସଙ୍କଟ; ତଦନ୍ତ କମିଟି ଗଠନ କଲା DGCA
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
- କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି
Comments are closed.