ଭୁବନେଶ୍ବର: ପୌର ନିର୍ବାଚନ ପାଇଁ ଆସନ୍ତା ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ଯୁକ୍ତ ୩ ପରୀକ୍ଷା ବନ୍ଦ ରହିବ। ବିଶ୍ବବିଦ୍ୟାଳୟରେ ହେବାକୁ ଥିବା ସମସ୍ତ ପରୀକ୍ଷା ମଧ୍ୟ ବନ୍ଦ ରହିବ। ଏ ନେଇ କୁଳପତି, କଲେଜ ଅଧ୍ୟକ୍ଷଙ୍କୁ ନିର୍ଦେଶ ଦିଆଯାଇଛି। ରାଜ୍ୟ ନିର୍ବାଚନ କମିଶନଙ୍କ ଚିଠି ପରେ ନିର୍ଦେଶନାମା ଜାରି କରାଯାଇଛି।
Comments are closed.