ବାଣପୁର : ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମାଡ ମରା ଘଟଣା । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଛି । ତେଣୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ ଆଜି ବାଣପୁରରେ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଚାଲିଥିଲା ।ଏହି ସମୟରେ ବିଧାୟକଙ୍କ ଗାଡି ବିଜେପି କର୍ମୀଙ୍କ ଉପରେ ମାଡି ଯାଇଥିଲା ।ଫଳରେ ଲୋକମାନେ ଉତକ୍ଷିପ୍ତ ହୋଇ ବିଧାୟକଙ୍କୁ ମାଡ ମାରି ଲହୁ ଲୁହାଣ କରିଥିଲେ । ଫଳରେ ତାଙ୍କୁ ପ୍ରଥମ ଟାଙ୍ଗି ହସ୍ପିଟାଲରେ ଭର୍ତି କରାଯାଇଥିଲା ।ହେଲେ ଏବେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି ।
BREAKING NEWS
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
- ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…
- ପୁରୀରେ ଆୟୋଜିତ ହେଲା ଓଡିଶା-ଆସାମ ସାହିତ୍ୟ ଉତ୍ସବ
- ଆସନ୍ତାକାଲି ବାବରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ହୁମାୟୁଁ କବୀର
- ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ
- ଇଣ୍ଡିଗୋ ସଙ୍କଟ; ତଦନ୍ତ କମିଟି ଗଠନ କଲା DGCA
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
Comments are closed.