ଯାଜପୁର : ପୌର ନିର୍ବାଚନକୁ କେନ୍ଦ୍ର କରି ପ୍ରାର୍ଥୀଙ୍କୁ କରାଯାଉଛି ଅପହରଣ । ଯାଜପୁର ପୌରପାଳିକାର ୧୧ ନମ୍ବର ୱାର୍ଡ କଂଗ୍ରେସ ପ୍ରାର୍ଥୀନୀ କବିରନ ବିବିଙ୍କୁ ଅପହରଣ କରିନିଆଯାଇଥିବା ଅଭିଯୋଗ ଆଣିଛନ୍ତି ତାଙ୍କ ପୁଅ ଜଲାଲୋ ଖାନ୍ । ୯ ତାରିଖ ସଂଧ୍ୟା ବେଳଠାରୁ ମାଙ୍କୁ କଂଗ୍ରେସ ନେତାମାନେ ଘରୁ ନେଇଗଲେଣି ।ହେଲେ ଏପର୍ଯ୍ୟନ୍ତ ମା ଘରକୁ ଫେରିନାହାନ୍ତି ବୋଲି ଅଭିଯୋଗ ଆଣିଛନ୍ତି ପୁଅ । ତୁରନ୍ତ ମାଙ୍କୁ ଖୋଜି ଆଣିବା ସହ ଦୋଷୀ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସ ନିକଟରେ ଦାବି କରିଛନ୍ତି ପୁଅ ଜଲାଲୋ ଖାନ୍ ।
BREAKING NEWS
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
Comments are closed.