ପାଟନା:ବିହାର ଚମ୍ପାରଣ ଜିଲ୍ଲାରେ ଏ ଭଳି ଏକ ଗ୍ରାମ ଅଛି ଯେଉଁଠାରେ ପ୍ରତ୍ୟେକ ଦିନ ୫ଟି ବଡ ଦେଶଙ୍କ ସମ୍ପର୍କରେ ଆଲୋଚନା ହୋଇଥାଏ । କିଛି ବୁଝିପାରିଲେ ବୋଧେ…. ଆସନ୍ତୁ ଜାଣିବା ଏ ସମ୍ପର୍କରେ । ଏହି ଗ୍ରାମରେ ଏକ ପରିବାରର ୫ ଭାଇଙ୍କ ନାମ ତାଙ୍କ ବାପା ରୁଷ, ଜର୍ମାନୀ, ଆମେରିକା, ଆଫ୍ରିକା ଓ ଜାପାନ ରଖିଥିଲେ । ଏମାନେ ସମସ୍ତେ ଜାମଦାର ଟୋଲାରେ ରହୁଛନ୍ତି ।
ଏମାନଙ୍କ ନାମ ପଛରେ କକା ଅକୁଲ ଶର୍ମାଙ୍କ ପ୍ରଭାବ ରହିଛି । ସେ ଭାରତୀୟ ସେନାରେ ଥିଲେ । ଘରକୁ ଯେତେବେଳେ ଆସନ୍ତି ଏହି ସବୁ ଦେଶ ବିଷୟରେ ଆଲୋଚନା କରିଥାନ୍ତି । ସେ ତାଙ୍କ ପୁତୁରାଙ୍କ ନାମ ଏ ଭଳି ରଖିବା ପାଇଁ ବାଧ୍ୟ କରିଥିଲେ । ଜର୍ମାନୀ ଶର୍ମା ଓ ରୁଷ ଶର୍ମାଙ୍କ ଇତି ମଧ୍ୟରେ ଦେହାନ୍ତ ହୋଇଯାଇଛି । ଅନ୍ୟ ୩ ଭାଇ ସୁସ୍ଥ ଅଛନ୍ତି ।
BREAKING NEWS
- ଟି୨୦ ବିଶ୍ୱକପ କ୍ରିକେଟ: ଘୋଷଣା ହେଲା ମ୍ୟାଚ ଅଫିସିଆଲଙ୍କ ନାମ, ୨ଜଣ ଭାରତୀୟ ସାମିଲ
- Black Tigers: ରାଜ୍ୟରେ ବଢିଛି କଳା ବାଘଙ୍କ ସଂଖ୍ୟା..
- First newspaper in india: ଭାରତର ପ୍ରଥମ ଖବରକାଗଜ…ଦୋହଲାଇ ଦେଇଥିଲା ବ୍ରିଟିଶ ଶାସନର ମୂଳଦୁଆ
- High Court: ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ୍ ଜାରି କଲେ ହାଇକୋର୍ଟ..
- ଚୀନରେ ଏସିଆନ୍ ଇନଡୋର ଆଥଲେଟିକ୍ସ ଚାମ୍ପିଅନସିପ୍… କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ଦଳର ପ୍ରଶିକ୍ଷଣ ଆରମ୍ଭ
- AI Data Centers In Space: ମହାକାଶରେ ଖୋଲିବ AI ଡାଟା ସେଣ୍ଟର, ଐତିହାସିକ ପଦକ୍ଷେପ ନେବାକୁ ଯାଉଛନ୍ତି SpaceX CEO…
- EPFO: ସର୍ବନିମ୍ନ ପେନସନ୍ ୭,୫୦୦ ଟଙ୍କାକୁ ବୃଦ୍ଧି କରିବେ କି ସରକାର? ଶ୍ରମ ମନ୍ତ୍ରୀ ଦେଲେ ବଡ଼ ସୂଚନା…
- ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି
- India EU Trade Deal: ‘ମଦର୍ ଅଫ୍ ଅଲ୍ ଡ଼ିଲ’, ସରିଫ୍-ୟୁନୁସଙ୍କ ପାଇଁ କାଳ!
- Senior Citizens To Visit Puri: ବରିଷ୍ଠ ନାଗରିକ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ ସରକାର
Comments are closed.